ଅରୁନ୍ଧତୀ ଜୁଏଲର୍ସର ପ୍ରିମିୟମ କଲେକ୍ସନ ଉନ୍ମୋଚିତ

ଭୁବନେଶ୍ୱର,୧୪।୧୦: ଅରୁନ୍ଧତୀ ଜୁଏଲର୍ସର ନୂତନ ତଥା ପ୍ରିମିୟମ କଲେକ୍ସନ ‘ଅର୍କ ଓ ଅମେୟା’କୁ ଶୁକ୍ରବାର ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। କୋଣାର୍କ ସୂର୍ଯ୍ୟମନ୍ଦିରର କଳା, ସ୍ଥାପତ୍ୟ, ସୌନ୍ଦର୍ଯ୍ୟ ଓ ପ୍ରସ୍ତର ଖୋଦେଇ କାରୁକାର୍ଯ୍ୟକୁ ନେଇ ସ୍ବତନ୍ତ୍ର ଭାବେ ଅର୍କ ଗହଣା ଡିଜାଇନ ହୋଇଥିବାବେଳେ ତାରକସୀ କାରୁକାର୍ଯ୍ୟରେ ନିର୍ମିତ ଅମେୟା ଗହଣା ଡିଜାଇନ ହୋଇଛି। ଦୀର୍ଘ ୧୮୦ ଦିନର ସୂକ୍ଷ୍ମ କାରୁକାର୍ଯ୍ୟ ଭରା ଗହଣାକୁ ୩୦% କମ୍‌ ଓଜନରେ ଅଭିଜ୍ଞ କାରିଗରଙ୍କ ଦ୍ୱାରା ତିଆରି କରାଯାଇଛି। ଭୁବନେଶ୍ୱରର ସତ୍ୟନଗରସ୍ଥିତ ଅରୁନ୍ଧତୀ ଏକ୍ସକ୍ଲୁସିଭ ଆଉଟ୍‌ଲେଟ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଉପରୋକ୍ତ କଲେକ୍ସନଗୁଡିକୁ ଉନ୍ମୋଚନ ସହ ବିକ୍ରୟ ପାଇଁ ଉପଲବ୍ଧ କରାଯାଇଥିଲା।
ଅରୁନ୍ଧତୀ ଜୁଏଲର୍ସର ଏମ୍‌ଡି ବ୍ରହ୍ମାନନ୍ଦ ମେହେର କହିଥିଲେ, ରାଜ୍ୟର କଳା, ସ୍ଥାପତ୍ୟ ଓ ସୌନ୍ଦର୍ଯ୍ୟକୁ ନୂଆ ରୂପ (ପ୍ରିମିୟମ କଲେକ୍ସନ)ରେ ଉପଲବ୍ଧ କରାଇବା ଆମ ପାଇଁ ଆନନ୍ଦର ବିଷୟ ପାଲଟିଛି। ଚଳିତ ବର୍ଷର ପାର୍ବଣ ପୂର୍ବରୁ ଉଭୟ ଅର୍କ ଓ ଅମେୟାର ପ୍ରିମିୟମ କଲେକ୍ସନକୁ ଉନ୍ମୋଚନ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ପାର୍ବଣ ଉପଲକ୍ଷେ ଅରୁନ୍ଧତୀ ପକ୍ଷରୁ ଆକର୍ଷଣୀୟ ଅଫରର ଘୋଷଣା କରାଯାଇଛି। ଉକ୍ତ ଅଫର ଜରିଆରେ ଗ୍ରାହକମାନେ ୬୪୯ ଟଙ୍କାର ଗଢ଼ା ମଜୁରିରେ ସମସ୍ତ ନୂତନ ହାଇ ଆଣ୍ଡ ଫ୍ୟାନ୍‌ସୀ କଲେକ୍ସନର ସୁନାଗହଣା ପାଇପାରିବେ। ହୀରା ଗହଣା (ପ୍ରତି କ୍ୟାରେଟ) ଉପରେ ୨୦% ଏବଂ ରୁପା ଗହଣାର ଗଢ଼ା ମଜୁରି ଉପରେ ୫୦% ପର୍ଯ୍ୟନ୍ତ ସ୍ବତନ୍ତ୍ର ରିହାତି ଗ୍ରାହକମାନେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri