ବ୍ରହ୍ମପୁରରେ ଷ୍ଟୋର ଖୋଲିବ ଅରୁନ୍ଧତୀ

ଭୁବନେଶ୍ୱର,୨୧।୯ ରାଜ୍ୟର ଏକ ପ୍ରତିଷ୍ଠିତ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ୪ର୍ଥ ବାର୍ଷିକ ଉସତ୍ବ ନିରାଡମ୍ବର ସହକାରେ ପାଳନ କରାଯାଇଛି। ଏହି ଅବସରରେ ଅରୁନ୍ଧତୀ ତା’ର ଅଗଣିତ ଗ୍ରାହକଙ୍କ ପାଇଁ ‘ବିଗ୍‌ ଆନିଭରସାରି ଅଫର’ ମଧ୍ୟ ପ୍ରଦାନ କରୁଛି। ଶତ ପ୍ରତିଶତ ବିଆଇଏସ୍‌ ସାର୍ଟିଫାଏଡ୍‌ ୯୧.୬ ହଲ୍‌ମାର୍କ ସୁନା ଅଳଙ୍କାରର ସୁନ୍ଦର କାରୁକାର୍ଯ୍ୟ ଉପରେ ପ୍ରତିଷ୍ଠାନ ୪୯୯ ଟଙ୍କାର ଫ୍ଲାଟ୍‌ ରିହାତି ଗ୍ରାହକମାନଙ୍କୁ ପ୍ରଦାନ କରୁଛି। ଏହି ଅଫର ସେପ୍ଟେମ୍ବର ୨୦ରୁ ୩୦ ପର୍ଯ୍ୟନ୍ତ ପ୍ରତିଷ୍ଠାନର ବିଭିନ୍ନ ସ୍ଥାନରେ ଥିବା ୫ଟି ଶୋ’ରୁମ୍‌ରେ ଉପଲବ୍ଧ ବୋଲି ଅରୁନ୍ଧତୀ ପକ୍ଷରୁ କୁହାଯାଇଛି। ସେହିଭଳି ଏହି ସମୟରେ ପ୍ରତି ହୀରା ଗହଣା (ଡାଇମଣ୍ଡ) କାରବାର ଉପରେ ୨୦% ପର୍ଯ୍ୟନ୍ତ ରିହାତି ଏବଂ ରୁପା ଗହଣାର ଗଢ଼ାମୂଲ୍ୟ ଉପରେ ୫୦% ପର୍ଯ୍ୟନ୍ତ ରିହାତି ଦିଆଯାଉଛି। ଏ ସମ୍ପର୍କରେ ଅରୁନ୍ଧତୀ ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଗ୍ରାହକ ୫ଷ୍ଟାର ପ୍ରମିଜ ଦ୍ୱାରା ସୁନାଗହଣା ଉପରେ ଲାଇଫ୍‌ ଟାଇମ ମାଗଣା ରିପେୟାରଂ ସେବା ତଥା ସୁନାଗହଣା ଉପରେ ମାଗଣା ବୀମା ସହିତ ସୁନାର ମାନ ଓ ଶୁଦ୍ଧତା ଯାଞ୍ଚ କରାଯାଉଛି। ଗ୍ରାହକଙ୍କୁ ପୁରୁଣା ଗହଣାର ଉଚିତ ମୂଲ୍ୟ ଯୋଗାଇଦେବା ପାଇଁ ଗୋଲ୍ଡ ଟେଷ୍ଟିଂ ମେଶିନ ଭଳି ସୁବିଧା ରହିଛି। ପ୍ରତି ଗହଣା କ୍ରୟ ଉପରେ ଶୋ’ରୁମ୍‌ ପକ୍ଷରୁ ଉପହାର ପ୍ରଦାନ କରାଯାଉଥିବା ମେହେର ସୂଚନା ଦେଇଛନ୍ତି। ସେହିପରି ଆଗାମୀ ପାର୍ବଣରେ ଅରୁନ୍ଧତୀ ବ୍ରହ୍ମପୁର ସହରରେ ଆଉ ଏକ ନୂତନ ଫ୍ଲାଗ୍‌ଶିପ୍‌ ଷ୍ଟୋରର ଶୁଭାରମ୍ଭ ସହ ଆକର୍ଷଣୀୟ ଅଫର ଗ୍ରାହକଙ୍କ ପାଇଁ ଆଣିଦେବ ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri