ଅରୁନ୍ଧତୀର ସର୍ବଶ୍ରେଷ୍ଠ ଧନ୍‌ତେରସ୍‌ ଅଫର

ଭୁବନେଶ୍ୱର,୮।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ସର୍ବଶ୍ରେଷ୍ଠ ଧନ୍‌ତେରସ୍‌ ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଆଲୋକ ଓ ଅମୃତର ପର୍ବ ଦୀପାବଳି ଓ ଧନ୍‌ତେରସ୍‌ ପାଇଁ ନୂତନ ଓ ପ୍ରିମିୟମ କଲେକ୍ସନ୍‌ ‘ଅର୍କ ଓ ଅମେୟା’ ଭଳି ସିଗ୍ନେଚର ଡିଜାଇନ ସହ ୧୦୦୦ରୁ ଊର୍ଦ୍ଧ୍ୱ ୟୁନିକ ଡିଜାଇନର ଗହଣା ପ୍ରସ୍ତୁତ କରାଯାଇଛି। ସେହିଭଳି ଏହି ସର୍ବଶ୍ରେଷ୍ଠ ଧନ୍‌ତେରସ୍‌ ଅଫରରେ ସମସ୍ତ ରେଗୁଲାର ସୁନାଗହଣାର ଗଢ଼ା ମଜୁରି ଫ୍ଲାଟ୍‌ ୫୯୯ ଟଙ୍କା ହୋଇଥିବାବେଳେ ପ୍ରତି ୧୦ଗ୍ରାମ ସୁନାଗହଣା କ୍ରୟ ଉପରେ ଗୋଟିଏ ସ୍ବର୍ଣ୍ଣମୁଦ୍ରା ସମ୍ପୂର୍ଣ୍ଣ ମାଗଣା ରଖାଯାଇଛି। ଏପରିକି ଅଗ୍ରିମ ବୁକିଂ କରୁଥିବା ଗ୍ରାହକଙ୍କ ପାଇଁ ଗହଣା ଉପରେ ସର୍ବନିମ୍ନ ଦର ଲାଗୁ ହେବ। ବିଶେଷକରି ଫ୍ଲେକ୍ସିବୁଲ ସୁନା ଦର ଓ ପୁରୁଣା ଗହଣା ଏକ୍ସଚେଞ୍ଜ ଉପରେ ମିଳିବ ୧୦୦% ଏକ୍ସଚେଞ୍ଜ ଭାଲ୍ୟୁ ଏବଂ ହୀରା ଗହଣାର ମୂଲ୍ୟ ଉପରେ ଫ୍ଲାଟ୍‌ ୨୦% ରିହାତି (ଅଫ୍‌) ଓ ରୁପା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୩୫% ରିହାତି (ଅଫ୍‌) ଗ୍ରାହକମାନେ ପାଇପାରିବେ।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀ ଓଡ଼ିଶାର ସର୍ବଶ୍ରେଷ୍ଠ ବଜାର ମୂଲ୍ୟ (ଗୋଲଡ୍‌ ରେଟ୍‌+ମେକିଂ ଚାର୍ଜ)ର ଗହଣା ସବୁ ବର୍ଗର ଗ୍ରାହକଙ୍କୁ ଯୋଗାଇ ଆସୁଥିବାବେଳେ ଓଡ଼ିଶାର ସର୍ବଶ୍ରେଷ୍ଠ କାରୁକାର୍ଯ୍ୟଭରା ବିସ୍ତୃତ କଲେକ୍ସନ୍‌,ସର୍ବଶ୍ରେଷ୍ଠ-୫ ଷ୍ଟାର ପ୍ରମିଜ୍‌ ସେବା ସହ ସର୍ବଶ୍ରେଷ୍ଠ ଧନ୍‌ତେରସ୍‌ ଅଫର ମଧ୍ୟ ଆଣିଛି। ଏହି ଆକର୍ଷଣୀୟ ଅଫରରେ ସାମିଲହେବା ପାଇଁ ସେ ସମସ୍ତଙ୍କୁ ସାଦର ନିମନ୍ତ୍ରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri