Posted inଜାତୀୟ

ହରିୟାଣାର ପ୍ରତିଟି ବୁଥରେ ୧୦ ଜଣିଆ କମିଟି ଗଠନ କରିବ ଏଏପି

ନୂଆଦିଲ୍ଲୀ,୩।୯: ହରିୟାଣାରେ ସଂଗଠନର ସମ୍ପ୍ରସାରଣ ପରେ ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ରବିବାର ପ୍ରାୟ ୪୦୦୦ କର୍ମୀଙ୍କୁ ଶପଥ ଦେବା ଲାଗି ଭିଓ୍ବାନୀରେ ପହଞ୍ଚିଥିଲେ। ଏହି ସମୟରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ମଧ୍ୟ ତାଙ୍କ ସହ ନଜର ଆସିଥିଲେ।
ଶପଥ ଗ୍ରହଣ ପୂର୍ବରୁ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଠାକାର ଲୋକମାନେ ବର୍ତ୍ତମାନର ସରକାରଙ୍କୁ ନେଇ ଅସନ୍ତୁଷ୍ଟ ଅଛନ୍ତି। ବର୍ତ୍ତମାନ ସେମାନେ ହରିୟାଣାରେ ପରିବର୍ତ୍ତନ ଚାହୁଁଛନ୍ତ। ଲୋକମାନେ ଦିଲ୍ଲୀ-ପଞ୍ଜାବ ଆଡକୁ ଚାହିଁ ରହିଛନ୍ତି ଯେ ସେଠାରେ ଏତେ ଭଲ ପରିବେଶ ବିକଶିତ ହୋଇଛି। ଏପରି ଏକ ଭଲ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଜନତା ପରିବର୍ତ୍ତନ ଚାହୁଁଛନ୍ତି। ଆଜି ସର୍କଲ ସ୍ତର ପର୍ଯ୍ୟନ୍ତ କର୍ମୀଙ୍କ ଶପଥ ଗ୍ରହଣ ସମାରୋହ। ପରବର୍ତ୍ତୀ ଦେଢ ମାସରେ ଅର୍ଥାତ୍‌ ଅକ୍ଟୋବର ୧୫ ସୁଦ୍ଧା ହରିୟାଣାର ପ୍ରତ୍ୟେକ ବୁଥରେ ୧୦-୧୦ ଜଣିଆ ବୁଥ କମିଟି ଗଠନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri