Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ବିରୋଧ ପ୍ରଦର୍ଶନ, ଆଜି ହାଇକୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ ହେବା ପରେ ଏଏପିର ବିରୋଧ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ତୀବ୍ର ପ୍ରତିବାଦ କରିଥିଲେ। ଯାହାକୁ ନେଇ ପୋଲିସ ସୁରକ୍ଷା କଡାକଡି କରିଥିଲା। ଏଥିସହିତ ପଞ୍ଜାବ ଶିକ୍ଷା ମନ୍ତ୍ରୀ ହରଜୋତ ବୈନ୍ସ, ବିଧାୟକ ସୋମନାଥ ଭାରତୀ ଏବଂ ଦିଲ୍ଲୀର ଡେପୁଟି ବାଚସ୍ପତି ରାଖୀ ର୍ବିଲାଙ୍କୁ ପୋଲିସ ଗିରଫ କରିଥିଲା।

ଅନ୍ୟପକ୍ଷରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ବିଜେପି କର୍ମୀମାନେ ମଧ୍ୟ ତୀବ୍ର ବିରୋଧ କରିଥିଲେ। ଏହି ସମୟରେ ଦିଲ୍ଲୀ ଭାଜପା ମୁଖ୍ୟ ବିରେନ୍ଦ୍ର ସଚଦେବାଙ୍କ ସମେତ ଅନେକ ଦଳର ନେତାଙ୍କୁ ଅଟକ ରଖାଯାଇଥିଲା। ତେବେ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ଦାଖଲ ହୋଇଥିବା ଆବେଦନ ବୁଧବାର ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟରେ ହରିୟାଣା ସରକାର ଫ୍ଲୋର ଟେଷ୍ଟ ପାଇଁ ଦାବି କଲେ ଦୁଷ୍ୟନ୍ତ ଚୌଟାଲା, ମୁଖ୍ୟମନ୍ତ୍ରୀ କହିଲେ…

ଚଣ୍ଡିଗଡ଼,୯।୫: ହରିୟାଣାରେ ତିନିଜଣ ସ୍ବାଧୀନ ବିଧାୟକଙ୍କ ସମର୍ଥନ ପ୍ରତ୍ୟାହାର ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନିଙ୍କ ସରକାର ଅଡୁଆରେ ପଡ଼ିଛନ୍ତି। ଏହି ସମୟରେ ଭାଜପାର...

ବିଳମ୍ବରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅପେକ୍ଷା ନ କରି ନାମାଙ୍କନ ଦାଖଲ କଲେ ଆନନ୍ଦ ଶର୍ମା

ଶିମ୍‌ଲା,୯ା୫: ହିମାଚଳ ପ୍ରଦେଶରେ ଲୋକ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ରାଜ୍ୟର ମଣ୍ଡିରୁ କଂଗ୍ରେସ ପ୍ରାର୍ଥୀ...

୧୦୦ ଲୋକଙ୍କୁ ରାଜଭବନର ସିସିଟିଭି ଫୁଟେଜ୍‌ ଦେଖାଇଲେ ରାଜ୍ୟପାଳ

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ନାଁରେ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ କରିବା ପରେ ବିବାଦ ଆହୁରି ଗଭୀର ହେବାରେ ଲାଗିଛି।...

ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା

ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ...

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।  ଶାହା  ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ...

ଅମିତ ଶାହାଙ୍କ ଭବିଷ୍ୟବାଣୀ: ୩ ପର୍ଯ୍ୟାୟ ନିର୍ବାଚନରେ ଏତିକି ଆସନ ଆଣିବ ଭାଜପା

ନୂଆଦିଲ୍ଲୀ,୯।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ଭାରତୀୟ ଜନତା ପାର୍ଟି ପୁଣି ଥରେ କଂଗ୍ରେସ ଏବଂ ରାହୁଲ...

ମୋ ସହ ହୋଇନାହିଁ ବଳାତ୍କାର, ଟିଏମ୍‌ସି ନେତାଙ୍କ ନାଁରେ ମିଥ୍ୟା କେସ୍‌ କରିଛି ଭାଜପା: ସନ୍ଦେଶଖାଲି ପୀଡିତାଙ୍କ ଚାଞ୍ଚଲ୍ୟକର ଖୁଲାସା

କୋଲକାତା,୯।୫:ପଶ୍ଚିମବଙ୍ଗର ସନ୍ଦେଶଖାଲି ନିବାସୀ ତିନିଜଣ ମହିଳାଙ୍କ ମଧ୍ୟରୁ ଜଣେ ତୃଣମୂଳ କଂଗ୍ରେସ (ଟିଏମସି) ନେତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ପ୍ରତ୍ୟାହାର କରିନେଇଛନ୍ତି। ବଙ୍ଗଳାର ଉତ୍ତର ୨୪...

ଏହି ଭୁଲ୍‌ ଅଭ୍ୟାସ, ଏବେ ଅଧାରୁ ଅଧିକ ରୋଗର କାରଣ: ଜାଣନ୍ତୁ କ’ଣ ସେହି ଅଭ୍ୟାସ

ନୂଆଦିଲ୍ଲୀ,୯।୫: ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମୁଖ୍ୟ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସ ସମ୍ବନ୍ଧରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଧାରୁ ଅଧିକ ରୋଗର କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri