Posted inଜାତୀୟ

ବଢିଲା କେଜ୍‌ରିଓ୍ବାଲଙ୍କ ଅଡୁଆ, ଗିରଫଦାରୀକୁ ବୈଧ କହିଲେ କୋର୍ଟ

ନୂଆଦିଲ୍ଲୀ,୯।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କେଜ୍‌ରିଓ୍ବାଲଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏକ୍ସାଇଜ ପଲିସି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କ ଗିରଫଦାରୀକୁ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଚ୍ୟାଲେଞ୍ଜ କରିଥିଲେ। ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଗିରଫକୁ ବୈଧ ବୋଲି କହିଛନ୍ତି। କୋର୍ଟ କହିଛନ୍ତି, ଇଡି କେଜ୍‌ରିଓ୍ବାଲଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ରଖିଛି। ଆମ ଆଦମୀ ପାର୍ଟି (ଆପ)ର ରାଷ୍ଟ୍ରୀୟ ସଂଯୋଜକଙ୍କ ଆବେଦନର ଶୁଣାଣି କରି ଜଷ୍ଟିସ ସ୍ବର୍ଣ୍ଣା କାନ୍ତ ଶର୍ମା ଏହି ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri