Posted inଜାତୀୟ

ଭାଜପା କର୍ମୀଙ୍କୁ କେଜରିୱାଲଙ୍କ ବାର୍ତ୍ତା, ପେମେଣ୍ଟ ସେଠୁ ନିଅ କାମ ଆମ ପାଇଁ କର

ଅହମଦାବାଦ,୩ ।୯: ଗୁଜରାଟର ଆଗାମୀ ବିଧାନସଭା ନିର୍ବାଚନ ଲାଗି ଆମ ଆଦମୀ ପାର୍ଟି(ଏଏପି) ତା’ର ସମସ୍ତ ଶକ୍ତି ଲଗାଇ ଦେଇଛି । ଦଳର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲଗାତାର ଗୁଜରାଟ ଗସ୍ତ କରୁଛନ୍ତି । ଏହି କ୍ରମରେ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଇଥିବା କେଜରିୱାଲ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କୁ ନିଜ ଆଡକୁ ଆଣିବାକୁ ଏକ ଗରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି ।
ଦୁଇ ଦିନିଆ ଗୁଜରାଟ ଗସ୍ତର ଶେଷ ଦିନରେ କେଜରିୱାଲ କହିଛନ୍ତି, ଆମକୁ ଭାଜପାର ବଡ ବଡ ନେତା ଦରକାର ନାହିଁ । ଆମକୁ ଏହାର ରାଜ୍ୟ ମୁଖିଆ ଓ କର୍ମୀ ଦରକାର । ସେ କହିଛନ୍ତି ଆପଣମାନେ ସମସ୍ତେ ଭାଜପାରେ ରୁହନ୍ତୁ । ଭାଜପା ପେମେଣ୍ଟ କରିଥାଏ, ପେମେଣ୍ଟ ସେଠାରୁ ନିଅ, ଆମ ପାଇଁ କାମ କର । କେଜରିୱାଲ ଦାବି କରିଛନ୍ତି ଯେ ବହୁ ସଂଖ୍ୟାରେ ଭାଜପା କର୍ମୀ ଏଏପିରେ ଯୋଗ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିରେ ଜୁନ ୧୫ ଯାଏ ଲକ୍‌ଡାଉନ୍‌

ଭୋପାଳ,୩୧।୫: ମଧ୍ୟପ୍ରଦେଶ(ଏମ୍‌ପି)ରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ଲକ୍‌ଡାଉନ୍‌କୁ ଜୁନ ୧୫ ଯାଏ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ୍‌ ସିଂ ଚୌହାନ ଶନିବାର...

ସଡକ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ପରଲୋକ

ମୁମ୍ବାଇ,୪।୯: ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ତଥା ବ୍ୟବସାୟୀ ସାଇରସ ମିସ୍ତ୍ରୀଙ୍କ ଏକ ସଡକ ଦୁର୍ଘଟଣାରେ ପରଲୋକ ଘଟିଛି। ମୃତୁ୍‌ୟ ବେଳକୁ ତାଙ୍କୁ ମାତ୍ର ୫୪...

ଅଷ୍ଟମ ପର୍ଯ୍ୟାୟ ନିର୍ବାଚନ: ସ୍କ୍ରିନିଂ ପରେ ମତଦାନ…

କୋଲକାତା,୨୯।୪: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଭୋଟରମାନେ ମାସ୍କ୍‌...

ବେଜିଂକୁ ଦୋଷଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୩: ଅରୁଣାଚଳ ପ୍ରଦେଶ, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବହୁବାର ସ୍ପଷ୍ଟ ଭାବେ ଚାଇନାକୁ ବୁଝାଯାଇଛି। ତଥାପି...

ପାକିସ୍ତାନକୁ ଚେତାଇଲା ଭାରତ :ଆତଙ୍କବାଦ ବିରୋଧରେ ଶକ୍ତ ହୁଅ

ନୂଆଦିଲ୍ଲୀ,୨୩ା୬(ପି.ଟି.) : ପାକିସ୍ତାନ ଆତଙ୍କବାଦ ବିରୋଧରେ ଶକ୍ତହୋଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତ କହିଛି। ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଓ ସେମାନଙ୍କୁ...

୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌...

ରାଜ୍ୟ ସଭାରେ ସଙ୍କଟରେ କଂଗ୍ରେସ, ୧୭ ରାଜ୍ୟରୁ କେହି ନାହାନ୍ତି ପ୍ରତିନିଧି…

ନୂଆଦିଲ୍ଲୀ, ୪।୪ : ବିଧାନସଭା ନିର୍ବାଚନରେ ପରାଜୟ ପରେ ଏବେ ରାଜ୍ୟ ସଭାରେ କଂଗ୍ରେସ ପାଇଁ ଏକ ସଙ୍କଟ ପରିସ୍ଥିତି ଉପୁଜିଛି। ଆସନ୍ତା ରାଜ୍ୟ ସଭା...

ଖରାପ ପାଗ: ହେଲିକପ୍ଟର ଦୁର୍ଘଟଣାରେ ପାଇଲଟ୍‌ଙ୍କ ମୃତ୍ୟୁ

ଲକ୍ଷ୍ନୌ, ୨୧।୯: ଖରାପ ପାଗ ଯୋଗୁ ଉତ୍ତରପ୍ରଦେଶରେ ସୋମବାର ଇନ୍ଦିରାଗାନ୍ଧୀ ଉଡ଼ାଣ ଏକାଡେମୀର ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ୨୧ ବର୍ଷ ବୟସ୍କ ଟ୍ରେନିଂ ପାଇଲଟଙ୍କ...

Advertisement
Archives

Model This Week