Posted inଜାତୀୟ

ଆଉ ଏକ ଗ୍ୟାରେଣ୍ଟି ଘୋଷଣା କରିବେ କେଜରିୱାଲ

ନୂଆଦିଲ୍ଲୀ,୨ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ସଂଯୋଜକ ଅରବିନ୍ଦ କେଜରିୱାଲ ତାଙ୍କ ସଙ୍ଗଠନ ପ୍ରଚାର ଅଭିଯାନ ପାଇଁ ଶୁକ୍ରବାରଠାରୁ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଉଛନ୍ତି । ଏହି ଗସ୍ତ ସମୟରେ ସେ ଗୁଜରାଟବାସୀଙ୍କ ପାଇଁ ନିର୍ବାଚନ ପୂର୍ବର ‘ଗ୍ୟାରେଣ୍ଟି’ ଘୋଷଣା କରିବେ । ଏଏପି ପକ୍ଷରୁ ଏକ ବୟାନରେ ଗୁରୁବାର କୁହାଯାଇଥିଲା କି କେଜରିୱାଲ ଗୁଜରାଟ ଗସ୍ତ ସମୟରେ ଲୋକଙ୍କ ପାଇଁ ‘ନିର୍ବାଚନ ପୂର୍ବ ବଡ ଗ୍ୟାରେଣ୍ଟି’ର ଘୋଷଣା କରିବେ । ସୂଚନାଯୋଗ୍ୟ, ଚଳିତ ବର୍ଷ ଶେଷ ବେଳକୁ ଗୁଜରାଟ ବିଧାନସଭା ନିର୍ବାଚନ ହେବ ।
ସୂଚନାଯୋଗ୍ୟ, ଏହା ପୂର୍ବରୁ କେରିୱାଲ କିଛି ‘ଗ୍ୟାରେଣ୍ଟି’ର ଘୋଷଣା କରିଛନ୍ତି । ଯେମିତିକି ୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳୀ, ୩୦୦୦ ଟଙ୍କା ବେକାରି ଭତ୍ତା, ୧୦ଲକ୍ଷ ସରକାରୀ ଚାକିରି, ସମସ୍ତଙ୍କୁ ମାଗଣା ଗୁଣବତ୍ତାଥିବା ସ୍ୱାସ୍ଥ ସେବା ଓ ସରକାରୀ ସ୍କୁଲରେ ମାଗଣା ଶିକ୍ଷା ଓ ମହିଳାଙ୍କ ପାଇଁ ୧୦୦୦ଟଙ୍କା ଭତ୍ତା ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଜବତ କରିବାକୁ ଗୁଣ୍ଡା ବ୍ୟବହାର କରିପାରିବେନି ଫାଇନାନ୍ସ କମ୍ପାନୀ: ହାଇକୋର୍ଟ

ପ୍ରୟାଗରାଜ,୧୬ା୧୧(ପି.ଟି.): ଋଣ ପରିଶୋଧ କରୁ ନ ଥିବା କାରଣରୁ ଗାଡ଼ି ଜବତ କରିବା ପାଇଁ ଫାଇନାନ୍ସ କମ୍ପାନୀ ଗୁଣ୍ଡାଙ୍କୁ ବ୍ୟବହାର କରିପାରିବେ ନାହିଁ ଏବଂ ଚାପ ପକାଇବାକୁ…

ଭାଜପାର ପଞ୍ଜାବ ନିର୍ବାଚନ ଇସ୍ତାହାର କମିଟିରେ ରାଘବ, ହରଭଜନ

ଚଣ୍ଡିଗଡ଼,୧୬ା୧୧: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଭାଜପା ଏହାର ଇସ୍ତାହାର କମିଟିରେ ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ା ଏବଂ ହରଭଜନ…

ପାକ୍‌ ଲିଙ୍କ୍‌ ଥିବା ୨ ଅଭିଯୁକ୍ତ ପଞ୍ଜାବରୁ ଗିରଫ

ଚଣ୍ଡିଗଡ଼,୧୬ା୧୧: ରାଜସ୍ଥାନର ଶ୍ରୀଗଙ୍ଗାନଗର ରେଳଲାଇନରେ ବିସ୍ଫୋରଣ ସହ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ପଞ୍ଜାବରୁ ଗିରଫ କରାଯାଇଛି। ରାଜସ୍ଥାନ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌…

ପୂର୍ବରୁ ଭୋଟର ଥାଇ ଫର୍ମ-୬ ଭରିଲେ କାର୍ଯ୍ୟାନୁଷ୍ଠାନ ହେବନାହିଁ

ନୂଆଦିଲ୍ଲୀ,୧୬ା୧୧(ପି.ଟି.): ପୂର୍ବରୁ ଭୋଟର ତାଲିକାରେ ନାମ ପଞ୍ଜୀକୃତ ହୋଇଥିବା ସତ୍ତ୍ୱେ ଯଦି ଚିଠା ତାଲିକାରେ ନ ଥାଏ, ତେବେ ସମ୍ପୃକ୍ତ ବ୍ୟକ୍ତି ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା…

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?