Posted inଜାତୀୟ

ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୦।୫: ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମିଳିଲା ଜାମିନ। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଜୁନ୍ ୧ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଗିରଫ ହୋଇଥିଲେ କେଜ୍‌ରିଓ୍ବାଲ। ତେବେ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁଯାୟୀ ଆମ୍ ଆଦମୀ ପାର୍ଟି ନେତା ଜୁନ୍ ୨ ସୁଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବେ।

ତେବେ ନିର୍ବାଚନ ଆଧାରରେ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବାକୁ ଇଡି ବିରୋଧ କରିଛି ଏବଂ ସେମିତି କିଛି ପ୍ରାବଧାନ ନ ଥିବା କହିଛି। ଏହାର ଜବାବରେ କୋର୍ଟ କହିଥିଲେ କି, ୨୧ ଦିନ ପାଇଁ କେଜ୍ରିୱାଲ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ଦ୍ୱାରା କୌଣସି ପରିବର୍ତ୍ତନ ହେବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri