Posted inଜାତୀୟ

ଜେଲ୍‌ରେ ଏହିମାନଙ୍କୁ ଭେଟିପାରିବେ କେଜ୍‌ରିଓ୍ବାଲ, ପ୍ରଶାସନକୁ ଦେଲେ ଲିଷ୍ଟ

ନୂଆଦିଲ୍ଲୀ,୧।୪: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିହାର ଜେଲ୍‌ରେ ଭେଟିବାକୁ ଥିବା ଲୋକଙ୍କ ତାଲିକା ପ୍ରଶାସନଠାରେ ଦାଖଲ କରିଛନ୍ତି। ସୂଚନାନୁସାରେ, କେଜ୍‌ରିଓ୍ବାଲ ୬ଜଣ ବିଶେଷ ବ୍ୟକ୍ତିଙ୍କ ନାମ ପ୍ରଶାସନକୁ ଦେଇଛନ୍ତି, ଯେଉଁମାନେ ତାଙ୍କୁ ତିହାର ଜେଲରେ ଭେଟି ପାରିବେ। ତିହାର ଜେଲ୍‌ ସୂତ୍ର ଅନୁଯାୟୀ, କେଜ୍‌ରିଓ୍ବାଲ ପରିବାର ସଦସ୍ୟଙ୍କ ବ୍ୟତୀତ ତିନୋଟି ନାମ ଦେଇଛନ୍ତି। ଜେଲ ନିୟମ ଅନୁଯାୟୀ ସମୁଦାୟ ୧୦ ଜଣଙ୍କ ନାମ ଦିଆଯାଇପାରିବ, କିନ୍ତୁ ବର୍ତ୍ତମାନ ସିଏମ କେଜ୍‌ରିଓ୍ବାଲ ମାତ୍ର ୬ ଜଣଙ୍କ ନାମ ଦେଇଛନ୍ତି।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ତିହାର ଜେଲ୍‌କୁ ପଠାଯାଇଛି। ସେ ତିହାର ଜେଲ୍‌ ପ୍ରଶାସନରେ ଦାଖଲ କରିଥିବା ଲୋକଙ୍କ ତାଲିକାରେ ତାଙ୍କ ପତ୍ନୀ ସୁନୀତା କେଜ୍‌ରିଓ୍ବାଲ , ତାଙ୍କ ପୁଅ ଓ ଝିଅଙ୍କ ବ୍ୟତୀତ ଅନ୍ୟ କିଛି ନାମ ଦିଆଯାଇଛି। ସେଥିରେ ନେତା ସନ୍ଦୀପ ପାଠକ, ବନ୍ଧୁ ବିଭବ, ଅନ୍ୟ ଜଣେ ସାଙ୍ଗ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri