Posted inଜାତୀୟ

ପ୍ରଦୂଷଣ ରୋକିବାକୁ କେଜରିୱାଲଙ୍କ ନୂଆ ଆପ୍ ‘ଗ୍ରୀନ୍ ଦିଲ୍ଲୀ’

ନୂଆଦିଲ୍ଲୀ,୨୯ ।୧୦: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି ପ୍ରଦୂଷଣ । ଏହାକୁ ରୋକିବାକୁ ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆଉ ଏକ ନୂଆ ପଦକ୍ଷେପ ନେଇଛନ୍ତି । ଗୁରୁବାର କେଜରିୱାଲ ‘ଗ୍ରୀନ୍ ଦିଲ୍ଲୀ’ ଆପ୍ ଲଞ୍ଚ କରିଛନ୍ତି । ଏହି ଆପ୍ ମାଧ୍ୟମରେ ଦିଲ୍ଲୀର ଯେ କୌଣସି ଅଞ୍ଚଳରେ ହେଉଥିବା ପ୍ରଦୂଷଣ ସମ୍ପର୍କରେ ସୂଚନା ଦେଇହେବ । ଏହାପରେ ସରକାରଙ୍କ ପକ୍ଷରୁ ଏହାର ସମାଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ କେଜରିୱାଲ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି ଏହି ‘ଗ୍ରୀନ୍ ଦିଲ୍ଲୀ’ ଆପ୍ ସମ୍ପର୍କରେ ସୂଚନା ଦେଇଛନ୍ତି । ଏହା ଏବେ ସମସ୍ତ ଆଣ୍ଡ୍ରଏଡ୍ ଫୋନରେ ଡାଉନ୍‌ଲୋଡ କରାଯାଇ ପାରିବ । ଏଥିରେ ଦିଲ୍ଲୀର ସମସ୍ତ ନାଗରିକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା ସେ ପ୍ରକାଶ କରିଛନ୍ତି । ଏହି ଆପ୍ ମାଧ୍ୟମରେ ଜଣେ ବ୍ୟକ୍ତି ଯେଉଁ ଅଞ୍ଚଳରେ ଅଯଥା ଅଳିଆ ଜମା କରାଯାଉଛି, ପୋଡା ଯାଉଛି ବୋଲି ଅଭିଯୋଗ କରୁଛନ୍ତି ସେମାନେ ଏହାର ଭିଡିଓ, ଅଡିଓ ଅବା ଫଟୋ ଜରିଆରେ ଜଣାଇପାରିବେ । ଏହାପରେ ସରକାରଙ୍କ ପକ୍ଷରୁ ଏହାର ସମାଧାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

୨-୧ରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଲଡର୍‌ସ,୧୯ା୭: ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତ ୨୭ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଏହି ବିଜୟ…

ଶାନ୍ତି ଚୁକ୍ତିରୁ ଓହରିଲା ଇରାନ, ଏବେ ତୀବ୍ର ହେବ ଲଢ଼େଇ

ଦୁବାଇ,୧୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଦୁଇଦେଶ ମଧ୍ୟରେ ଗୋଟିଏ ମାସ ପୂର୍ବରୁ ସ୍ବାକ୍ଷରିତ ହୋଇଥିବା…

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri