Posted inଜାତୀୟ

କେସିଆରଙ୍କୁ ଭେଟିଲେ କେଜ୍‌ରିଓ୍ବାଲ, କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ମାଗିଲେ ସମର୍ଥନ

ହାଇଦ୍ରାବାଦ,୨୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ଭେଟିଛନ୍ତି। କେଜ୍‌ରିଓ୍ବାଲଙ୍କ ସହ ଆମ ଆଦମୀ ନେତୃତ୍ୱାଧୀନ ଦଳର ପଞ୍ଜାବ ସରକାର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଏବଂ ଦିଲ୍ଲୀ ଶିକ୍ଷା ମନ୍ତ୍ରୀ ଅତିଶୀ ଉପସ୍ଥିତ ଥିଲେ। ସ୍ଥାନାନ୍ତର-ପୋଷ୍ଟିଂକୁ ନେଇ କେନ୍ଦ୍ର ଆଣିଥିବା ଅଧ୍ୟାଦେଶ ବିରୋଧରେ ବିଆରଏସର ସମର୍ଥନ ଲୋଡିଛନ୍ତି। ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ କେଜ୍‌ରିଓ୍ବାଲ ଅଧ୍ୟାଦେଶ ବିରୋଧରେ ସମର୍ଥନ ହାସଲ କରିବାକୁ ଅଣ-ଭାଜପା ଶାସକ ଦଳର ନେତାଙ୍କ ନିକଟରେ ପହଞ୍ଚୁଛନ୍ତି।

ଏହି ସପ୍ତାହ ପୂର୍ବରୁ, କେଜ୍‌ରିଓ୍ବାଲ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କୁ ଭେଟି ଏହି ପ୍ରସଙ୍ଗରେ ସହାୟତା ଲୋଡିଥିଲେ। ଏହି ପ୍ରସଙ୍ଗରେ କେଜ୍‌ରିୱାଲ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ମଧ୍ୟ ସହାୟତା ଲୋଡିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ...

ପ୍ରଥମ ଥର ପାଇଁ ମୁମ୍ବାଇ ଆସି ଫଶିଗଲେ ବିଦେଶିନୀ

ମୁମ୍ବାଇ,୨୮।୬: ମାୟାନଗରୀ ମୁମ୍ବାଇରେ ଶୁକ୍ରବାର ମୌସୁମୀ ବର୍ଷା ହୋଇଛି। ଏଥିପାଇଁ ସହରର ବିଭିନ୍ନ ସ୍ଥାନଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଗୋଟିଏ ଦିନର ବର୍ଷାରେ ଲୋକେ ବେହାଲ ହୋଇପଡ଼ିଥିବା...

ସରକାରୀ ବାବୁଙ୍କ କାମର ସମୀକ୍ଷା କରିବେ ମୋଦି ସରକାର…

ନୂଆଦିଲ୍ଲୀ,୨୭।୭: ଏଣିକି ସରକାରୀ ବାବୁଙ୍କ କାମର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କ ପକ୍ଷରୁ କରାଯିବ। ଖରାପ ପ୍ରଦର୍ଶନ କରିଥିବା ସରକାରୀ ବାବୁଙ୍କୁ ସମୟ ପୂର୍ବରୁ...

ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ,ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ…

ନୂଆଦିଲ୍ଲୀ, ୨୨।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

କରୋନା ଆତଙ୍କ : ୧୧ ହାଇ ରିସ୍କ୍‌ ଦେଶ ସହିତ ଯାତ୍ରା କଟକଣା କରିପାରେ ଭାରତ !

ନୂଆଦିଲ୍ଲୀ,୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୬୭ ଦେଶରେ ଆତଙ୍କ ସୃଷ୍ଟି କରିଛି। ସେଥିମଧ୍ୟରୁ ୧୧ଟି ଦେଶରେ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ...

କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ

ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି...

୧୫ ଦିନରେ ୟୁପି ସରକାରର ୨ ମନ୍ତ୍ରୀ କରୋନା ମୃତ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ତଥା ଉତ୍ତରପ୍ରଦେଶରେ ଯୋଗୀ ସରକାରଙ୍କ ମନ୍ତ୍ରୀ ଚେତନ ଚୌହ୍ବାନ ରବିବାର କରୋନା ପ୍ରାଣ ହରାଇଛନ୍ତି।...

କୃଷକ ନେତାଙ୍କ ସହ କଥା ହେବେ କେଜରିୱାଲ

ନୂଆଦିଲ୍ଲୀ,୨୦ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ଫେରାଇ ନେବାକୁ ଦାବି କରି ପଞ୍ଜାବ ଓ ହରିୟାଣାର କୃଷକମାନେ ଦିଲ୍ଲୀର ସିନ୍ଧୁ ବର୍ଡରରେ ଧାରଣାରେ...

Advertisement
Archives

Model This Week