ବିମାନସେବା ବନ୍ଦ କରି ଦେଇଥିଲେ ହୁଏତ ଦେଶରେ ପ୍ରବେଶ କରିପାରି ନ ଥାଆନ୍ତା ଓମିକ୍ରନ୍‌: କେଜରିୱାଲ

ନୂଆଦିଲ୍ଲୀ,୪ ।୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ମାଧ୍ୟମରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ସେ କହିଛନ୍ତି ସରକାର ଯଦି ଉଚିତ ସମୟରେ ଉଚିତ ପଦକ୍ଷେପ ନେଇ ଥାଆନ୍ତେ ତେବେ ଦେଶରେ ହୁଏତ କରୋନା ମହାମାରୀର ନୂଆ ଭାରିଏଣ୍ଟ ପ୍ରବେଶ କରିପାରି ନ ଥାଆନ୍ତା । ତାଙ୍କର କହିବାର ଉଦ୍ଦଶ୍ୟ ହେଲା ଓମିକ୍ରନ ବର୍ତ୍ତମାନ ପରିସ୍ଥିତିରେ ଯେଉଁଭଳି ଭାବେ କାୟା ବିସ୍ତାର କରୁଛି ଦେଶକୁ ବିମାନ ସେବା ବନ୍ଦ କରି ଦେଇଥିଲେ ହଏତ ଏହି ମାରାତ୍ମକ ଭାରିଏଣ୍ଟ ଦେଶ ମଧ୍ୟକୁ ପ୍ରବେଶ କରିପାରି ନ ଥାଆନ୍ତା । ଏକ ସାକ୍ଷାତ୍‌କାରରେ ସେ ଦେଶରେ ପ୍ରବେଶ କରି ସାରିଥିବା ଓମିକ୍ରନ୍ ଭାରିଏଣ୍ଟକୁ ନେଇ କଥା ହେବା ସମୟରେ ପଞ୍ଜାର ରାଜ୍ୟ ରାଜନୀତିକୁ ନେଇ ର୍ଚ୍ଚା ବି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri