Posted inଜାତୀୟ

ନେହେରୁଙ୍କ ପ୍ରସଙ୍ଗକୁ ନେଇ ଭାଜପାକୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୮: ଚାଇନା ପ୍ରସଙ୍ଗରେ ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ଗୁରୁବାର କହିଛନ୍ତି ଯେ ଚାଇନା ଗତ ୯ ବର୍ଷ ଧରି ଭାରତ ଉପରେ ନଜର ରଖିଛି କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି ସମ୍ପୂର୍ଣ୍ଣ ନିରବ ଅଛନ୍ତି। ଏପରିକି ଚାଇନା ଶବ୍ଦ ପ୍ରଧାନମନ୍ତ୍ରୀଙ୍କ ମୁହଁରୁ ବାହାରି ନାହିଁ।

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିିୱାଲ କହିଛନ୍ତି, ମୋର ମନେ ଅଛି ଯେ ଅକ୍ଟୋବର ୨୦୧୯ରେ ଚାଇନା ରାଷ୍ଟ୍ରପତି ଭାରତ ଆସିଥିଲେ। ତାମିଲନାଡୁର ମହାବଲେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ସି ଜିନପିଙ୍ଗ ମନ୍ଦିରରେ ହାତ ମିଳାଇ ବୁଲୁଥିଲେ। ଫଟୋ ମଧ୍ୟ ନିଆଯାଇଥିଲା ଏବଂ ୧୫ଜୁନ ୨୦୨୦ରେ ଚାଇନା ସେନା ଗଲଓ୍ବାନ ଘାଟିରେ ଆମର ସେନାଙ୍କ ଉପରେ ଆକ୍ରମଣ କରି ଆମର ୨୦ ଜଣ ସେନାଙ୍କୁ ନିହତ କରିଥିଲେ।
ଅରବିନ୍ଦ କେଜରିୱାଲ ଦାବି କରିଛନ୍ତି, ଏହି ଲୋକମାନେ (ଭାଜପା) ଜବାହରଲାଲ ନେହେରୁଙ୍କୁ ଗାଳି କରିଛନ୍ତି। ଅନ୍ତତଃପକ୍ଷେ ନେହେରୁ ଚାଇନା ସହିତ ତାଙ୍କ ଆଖିରେ ଆଖି ମିଶାଇ ଯୁଦ୍ଧ କରିଥିଲେ। ସେମାନେ (ଭାଜପା) ସିଧାସଳଖ ଆତ୍ମସମର୍ପଣ କରିଥିଲେ। ଚାଇନା ଆମ ଉପରେ ଆକ୍ରମଣ କରିଥିଲା ଆଉ ଆମର ୨୦୦୦ ସ୍କୋୟର କିଲୋମିଟର ଅଞ୍ଚଳ ପାଇଁ ଭାଜପା ଚାଇନାକୁ ପୁରସ୍କାର ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ବର୍ଷା, ଏହି ଜିଲାରେ ଲଗାତାର ୩ ଦିନ ସ୍କୁଲ ଛୁଟି, ଜାଣନ୍ତୁ…

ଭବାନୀପାଟଣା ୨୪।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ୩ ଦିନ ହେଲା କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଏନେଇ ଜନଜୀବନ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?