Posted inଜାତୀୟ

କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସମର୍ଥନ ପାଇଁ ହେମନ୍ତ ସୋରେନଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

ରାଞ୍ଚି,୨।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଶୁକ୍ରବାର ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପରେ କେଜ୍‌ରିଓ୍ବାଲ କହିଛନ୍ତି, ସୁପ୍ରିମକୋର୍ଟ ଦିଲ୍ଲୀର ନିର୍ବାଚିତ ସରକାରଙ୍କୁ ସମସ୍ତ କ୍ଷମତା ଦେଇଥିଲେ ମଧ୍ୟ ୮ ପରେ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ସୁପ୍ରିମକୋର୍ଟଙ୍କ ଆଦେଶକୁ ବଦଳାଇଦେଇଛନ୍ତି। ହେଲେ ଆମେ ସମସ୍ତେ କେନ୍ଦ୍ରର ଅଧ୍ୟାଦେଶକୁ ଖାରଜ କରିପାରିବା। ଜନତା ସରକାର ଚୟନ କରିବା ପରେ ମଧ୍ୟ ଏହି ଲୋକମାନେ ସମ୍ବିଧାନର ମୌଳିକ ମୂଲ୍ୟବୋଧକୁ ଖଣ୍ଡନ କରିଛନ୍ତି। ଗଣତନ୍ତ୍ରକୁ କାର୍ଯ୍ୟକ୍ଷମ କରାଇଥିବା ଏହି ନିୟମକୁ ବିରୋଧ କରି ହେମନ୍ତ ସୋରେନ ମୋତେ ସମର୍ଥନ କରିବେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି ା ଅରବିନ୍ଦ କେଜ୍‌ରିଓ୍ବାଲ ସହ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ଏଏପି ଏମ୍‌ପି ସଞ୍ଜୟ ସିଂ, ଏଏପି ଏମ୍‌ପି ରାଘବ ଚଡ୍ଡା ଏବଂ ଦିଲ୍ଲୀ ସରକାରୀ ମନ୍ତ୍ରୀ ଅତିଶୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri