Posted inଜାତୀୟ

ଷଷ୍ଠଥର ଇଡିରେ ହାଜର ହେବାକୁ ମନା କଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଇଡିରେ ଷଷ୍ଠଥର ପାଇଁ ହାଜର ହେବାକୁ ମନା କରିଛନ୍ତି। ଦିଲ୍ଲୀର ମଦ ଦୁର୍ନୀତି ମାମଲାର ଯାଞ୍ଚ କରୁଥିବା ଇଡି କେଜ୍‌ରିୱାଲଙ୍କୁ ପଚରାଉଚରା ପାଇଁ ଡକାଇଥିଲା। ଏଏପି ଇଡିର ସମନକୁ ବେଆଇନ ବୋଲି କହିଛି।
ଏଏପି ପକ୍ଷରୁ କୁହାଯାଇଛି ଯେ,ଇଡି ସମନର ବୈଧତା ପ୍ରସଙ୍ଗ ବର୍ତ୍ତମାନ କୋର୍ଟରେ ଅଛି। ଇଡି ନିଜେ କୋର୍ଟଙ୍କ ନିକଟକୁ ଯାଇଛନ୍ତି। ବାରମ୍ବାର ସମନ ପଠାଇବା ପରିବର୍ତ୍ତେ, ଇଡି କୋର୍ଟର ନିଷ୍ପତ୍ତିକୁ ଅପେକ୍ଷା କରିବା ଉଚିତ୍‌।
ନଭେମ୍ବର ୨ରେ କେଜ୍‌ରିଓ୍ବାଲଙ୍କ ଇଡି ପକ୍ଷରୁ ପ୍ରଥମ ସମନ କରାଯାଇଥିଲା। ଏହାପରେ ଡିସେମ୍ବର ୨୧ରେ ଦ୍ୱିତୀୟ ସମନ,ଜାନୁଆରୀ ୩ରେ ତୃତୀୟ ସମନ, ୧୭ ଜାନୁଆରୀ ଚତୁର୍ଥ ସମନ, ୨ ଏବଂ ୫ ଫେବୃଆରୀରେ ଯଥାକ୍ରମେ ପଞ୍ଚମ ଏବଂ ଷଷ୍ଠ ସମନ କରାଯାଇଥିଲା। କିନ୍ତୁ ସେ ହାଜର ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri