Posted inଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍‌ରିୱାଲ ଏହି ନିଷ୍ପତି ନେଇଥିଲେ। ଏଥିସହିତ ଏଏପି ଆତିଶି ମରଲେନାଙ୍କୁ ନୂତନ ମୁଖ୍ୟମନ୍ତ୍ରୀ କରିବାକୁ ଦିଲ୍ଲୀ ଉପରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନା କରିଛି । ମଙ୍ଗଳବାର ବିଧାୟକ ଦଳ ବୈଠକରେ ଆତିଶିଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତି ହୋଇଥିଲା।

କେଜ୍ରିୱାଲଙ୍କ ଇସ୍ତଫା ପରେ ଆତିଶି କହିଛନ୍ତି, ଭାଜପା ଆମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣିଛି। ଆତିଶି କେଜ୍‌ରିୱାଲଙ୍କ ନିଷ୍ପତ୍ତିକୁ ବିଶ୍ୱ ଗଣତାନ୍ତ୍ରିକ ଇତିହାସର ସବୁଠାରୁ ବଡ ନିଷ୍ପତ୍ତି ବୋଲି ବର୍ଣ୍ଣନା କରିଛନ୍ତି। ଏହାପରେ ସେ ଭାଜପାକୁ ଟାର୍ଗେଟ କରି କହିଛନ୍ତି, ‘ସେମାନେ ସମସ୍ତ ସରକାରୀ ଏଜେନ୍ସି ଅରବିନ୍ଦ ଜୀଙ୍କ ପଛରେ ପକାଇ ଦେଇଛନ୍ତି। ସେ ୬ ମାସ ଜେଲରେ ଥିଲେ। ତେବେ ଅରବିନ୍ଦ ଜିଙ୍କ ସ୍ଥାନରେ ଆଉ କେହି ଥିଲେ, ସେ ଜେଲରୁ ମୁକୁଳିବା ପରେ ତୁରନ୍ତ ଚେୟାରରେ ବସିଥାନ୍ତେ। ଏହି କାରଣରୁ ଦିଲ୍ଲୀର ଲୋକମାନେ ବହୁତ ଦୁଖିତଃ। କିନ୍ତୁ ଏଥର ସେମାନେ କେଜ୍‌ରିୱାଲଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବାକୁ ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri