Posted inଜାତୀୟ

ଦେଇଥିବା ପ୍ରତିଶ୍ରୁତି ପୂରଣ କରିବି: କେଜରିୱାଲ

ଚଣ୍ଡିଗଡ଼,୧୩ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବମ୍ପର ବିଜୟ ପରେ ରବିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ ପଞ୍ଜାବ ଗସ୍ତରେ ଯାଇ ଏକ ମେଗା ରୋଡ ଶୋ’ରେ ୋଯାଗ ଦେଇଥିଲେ । ତାଙ୍କସହ ଥିଲେ ପଞ୍ଜାବର ଭାବି ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ । ଆସନ୍ତା ୧୬ ତାରିଖରେ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ଏହି ରୋଡ ଶୋ’ରେ ଯୋଗ ଦେବା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଥିଲେ , ଆଇ ଲଭ ୟୁ ପଞ୍ଜାବ । ଆପଣମାନେ କମାଲ କରି ଦେଖାଇଲେ । ବଡ ବଡଙ୍କୁ ହରାଇ ଆମ ଉପରେ ଭରସା କଲେ । ଏବେ ପଞ୍ଜାବର ୩ କୋଟି ଲୋକଙ୍କ ଭରସାକୁ ଆମେ ନିଶ୍ଚୟ ରଖିବୁ । ଦେଇଥିବା ପ୍ରତିଶ୍ରୁତି ନିଶ୍ଚୟ ପାଳନ କରିବୁ । କିଛି ଏବେ କରିବୁ ଆଉ କିଛି ପାଇଁ ସମୟ ଲାଗିବ । ତେବେ ମୁଁ ପଞ୍ଜାବର ୩ କୋଟି ଲୋକଙ୍କୁ ଧନ୍ୟବାଦ ଦେଉଛି । ଆସନ୍ତା ୧୬ ତାରିଖରେ ପଞ୍ଜାବର ପ୍ରତ୍ୟେକ ପିଲା ଜଣେ ଜଣେ ମୁଖ୍ୟମନ୍ତ୍ରୀ ହେବେ ବୋଲି କହିଛନ୍ତି କେଜରିୱାଲ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri