Posted inଜାତୀୟ

ଇଡି ଅଧିକାରୀଙ୍କ ଉପରେ ଗୋଇନ୍ଦାଗିରି କରୁଥିଲେ ଅରବିନ୍ଦ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ଆହୁରି ବଢିପାରେ। ସୂତ୍ରରୁ ପ୍ରକାଶ ଯେ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀଙ୍କ ଉପରେ ଗୁଇନ୍ଦାଗିରି କରୁଥିଲେ। ଅନୁସନ୍ଧାନକାରୀ ସଂସ୍ଥା ଏହାର ପ୍ରମାଣ ମଧ୍ୟ ପାଇଛନ୍ତି। ଏହି ଅଧିକାରୀମାନଙ୍କ ବିଷୟରେ ସୂଚନା କ୍ରମାଗତ ଭାବରେ ସଂଗ୍ରହ କରାଯାଉଥିଲା।

ଗୁରୁବାର ଇଡି ଦଳ କେଜ୍‌ରିଓ୍ବାଲଙ୍କ ବାସଭବନରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜାତ୍ ଉଦ୍ଧାର କରିଥିଲେ। ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ କେଜ୍ରିୱାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।

ସୂଚନାନୁସାରେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଇଡି ଅଧିକାରୀଙ୍କ ଉପରେ ଗୁଇନ୍ଦାଗିରି କରୁଥିଲେ। ଗୁରୁବାର ଚଢ଼ାଉ ସମୟରେ ଇଡି ଡକ୍ୟୁମେଣ୍ଟ ଉଦ୍ଧାର କରିଛି। କୁହାଯାଉଛି ଯେ ଏଡି ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ। ଏଭଳି ପରିସ୍ଥିତିରେ ଆଗାମୀ ଦିନରେ କେଜ୍ରିୱାଲଙ୍କ ସମସ୍ୟା ଆହୁରି ବଢିପାରେ। କେଜ୍‌ରିଓ୍ବାଲଙ୍କ ଉପରେ କଟକଣା ଲଗାଇବାକୁ ଇଡି ଅଧିକାରୀମାନେ ପ୍ରସ୍ତୁତି ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri