ଅରବିନ୍ଦ ମହାପାତ୍ରଙ୍କ ବିସ୍ଫୋରକ ବୟାନ: ମୁଁ ଏବେ ସ୍ବାଧୀନ, ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେଖି…

ଭୁବନେଶ୍ୱର,୧୩ା୨: ସସ୍‌ପେଣ୍ଡକୁ ନେଇ ଆଜି ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡିରୁ ବିତାଡ଼ିତ ତଥା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର। ସେ ଆଜି ପୁଣି ସେହି ସମାନ କଥା ଦୋହରାଇଛନ୍ତି।

ସେ କହିଛନ୍ତି, ନବୀନଙ୍କୁ ଯେଉଁ ପ୍ରଶ୍ନ ପଚାରିଥିଲି ତା’ର ଉତ୍ତର ସେ ଦେଇପାରିଲେନି। ଦୁର୍ନୀତି, ବିଶ୍ୱାସଘାତକତା ବାବଦରେ ସତ୍ୟାସତ୍ୟ ଯାଞ୍ଚ ଚ୍ୟାଲେଞ୍ଜ ଦେଇଥିଲି। ମାତ୍ର ସେ କୌଣସି ଉତ୍ତର ଦେଇପାରିଲେନି। ତେବେ ବିଧାନସଭାରେ ଦେଖା ହେଲେ ପଚାରିବି ବୋଲି କହିଛନ୍ତି ଅରବିନ୍ଦ। ସେ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେଖି ଭୋଟ୍‌ ଦେବି। ମୁଁ ଏବେ ସ୍ବାଧୀନ,ବିଧାନସଭାରେ ସ୍ବାଧୀନ ଭାବେ ପ୍ରସଙ୍ଗ ଉଠାଇବି ବୋଲି ଅରବିନ୍ଦ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?