ନବୀନଙ୍କୁ ନେଇ ଏମିତି କହିଲେ ଅରବିନ୍ଦ, ମୋ’ ନାଁରେ ଯାହା କହିଛନ୍ତି…

ଭୁବନେଶ୍ୱର,୨୪ା୧: ପାଟକୁରା ଡେରାବିଶ ବ୍ଲକରେ ଶନିବାର ଶକ୍ତି ପ୍ରଦର୍ଶନ କରିଛନ୍ତି ନିକଟରେ ବିଜେଡିରୁ ବିଦା ହୋଇଥିବା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ଏକ ମୋଟରସାଇକେଲ ଶୋଭାଯାତ୍ରାରେ ସମର୍ଥକଙ୍କ ସହ ଯାଇ ଅରବିନ୍ଦ ଚାନ୍ଦୋଳ ବଜାର, କାକଟିଆ ଛକ ଦେଇ ଗଣେଶ୍ୱରପୁରରେ ପହଞ୍ଚି ଲାଲ୍‌ବାହାଦୂର ହାଇସ୍କୁଲ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେଇଥିଲେ। ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବା ପୂର୍ବରୁ ନିଲମ୍ବନକୁ ନେଇ ପ୍ରଶ୍ନ କରିଛନ୍ତି ଅରବିନ୍ଦ।

ସେ କହିଛନ୍ତି, ନବୀନ ବାବୁ ମିଛ କହିଛନ୍ତି, ତାଙ୍କ ସହ ଅନ୍ୟମାନେ ବି ମିଛ କହିଛନ୍ତି। ୧୫ରୁ ୨୧ ତାରିଖ ଭିତରେ ୮ ପ୍ରକାର ଆରୋପ ଲଗାଇଛନ୍ତି। ମୋ ନାଁ ଖରାପ କରିବା ପାଇଁ ଚେଷ୍ଟା କରିଛନ୍ତି, ମାତ୍ର ଏଥିରେ ମୁଁ ଆଦୌ ବିଚଳିତ ନୁହେଁ। ପାଟକୁରାବାସୀ ମୋତେ ନିର୍ବାଚନ ଜିତାଇଛନ୍ତି, ବିଧାନସଭାରେ ସେହି ପାଟକୁରାବାସୀଙ୍କ ପାଇଁ ସ୍ବର ଉଠାଇବି ବୋଲି ଅରବିନ୍ଦ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାକରେ ଆମେରିକୀୟ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ଖାମେନେଇଙ୍କ ସମ୍ପର୍କରେ ବଡ଼ ଦାବି କଲେ ନେତାନ୍ୟାହୁ

ତେହରାନ୍‌,୧୩।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ପରିସ୍ଥିତି ଜାରି ରହିଛି। ଇସ୍ରାଏଲ ମଧ୍ୟ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଉଲ୍ଲେଖନୀୟ ଯେ, ନିଷ୍କ୍ରିୟ…

ନିର୍ମାଣ କାର୍ଯ୍ୟର ତଦାରଖ କଲେ ଜିଲାପାଳ, ଆଗାମୀ ପରିକଳ୍ପନା ବିଷୟରେ ସମସ୍ତଙ୍କୁ ଅବଗତ କରାଇ…

ବଞ୍ଚୋ,୧୩ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦ୍ରୀୟ ବିଦ୍ୟାଳୟ ଆନନ୍ଦପୁରର ନୂତନ ବିଦ୍ୟାଳୟ ଭବନ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅବଲୋକନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ସାଇଟ ଭିଜିଟ…

ରେଳଧାରଣାରେ ପଡ଼ିଛି ଯୁବକଙ୍କ ମୁଣ୍ଡଗଣ୍ଡି ଅଲଗା ମୃତଦେହ

ନନ୍ଦପୁର/ପାଡୁଆ,୧୩ା୩(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କୋତାବାଲସା-କିରାଣ୍ଡୁଳ କେ.କେ ରେଳପଥର ପାଡୁଆ ଷ୍ଟେଶନର ଅନତି ଦୂରରେ ଜଣେ ଯୁବକଙ୍କ ମୃତ ଶରୀର…

‘ମୋଚି’ଙ୍କୁ ଜୋତା କାରିଗର ବୋଲି କହିବାକୁ ପଡିବ, ଏବଂ ଜଣେ ‘ନାପିତ’ଙ୍କୁ ପର୍ସନାଲ କେୟାର ସର୍ଭିସ ପ୍ରୋଭାଇଡର କୁହାଯିବ!

ନୂଆଦିଲ୍ଲୀ,୧୩।୩: ଶିଳ୍ପ ସଂସଦୀୟ ସ୍ଥାୟୀ କମିଟି (୩୩୩ତମ ରିପୋର୍ଟ) ସୁପାରିଶ କରିଛି ଯେ ଶତାବ୍ଦୀ ପୁରୁଣା ଜାତି-ନିର୍ଦ୍ଦିଷ୍ଟ ବୃତ୍ତିଗତ ନାମଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରି ଏହି ବୃତ୍ତିଗୁଡ଼ିକୁ…

ପାଟ୍ଟଖଣ୍ଡା ମନ୍ଦିରର ଖୋଲିଲା ହୁଣ୍ଡି: ବାହାରିଲା ସୁନା-ରୁପା ସହ ଏତିକି ଟଙ୍କା

ଦାରିଙ୍ଗବାଡି,୧୩।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ରହିଥିବା ମା’ ପଟ୍ଟାଖଣ୍ଡାଙ୍କ ପୀଠରେ ଗୁରୁବାର ହୁଣ୍ଡି ଖୋଲାଯାଇଛି। ଅନେକ ସମୟରେ ଶ୍ରଦ୍ଧାଳୁମାନେ ହୁଣ୍ଡିରେ ଦେଇଥିବା ଦାନ ଅର୍ଥ…

ଟ୍ରମ୍ପ କଲେ ଭୟଙ୍କର ପ୍ଲାନ, ଲାଭ ପାଇବ ଭାରତ! ରୁଷିଆକୁ ଲାଗିବ ଝଟ୍‌କା

ନୂଆଦିଲ୍ଲୀ,୧୩।୩: ସଙ୍କେତରୁ ଜଣାପଡୁଛି ଯେ ତାଇୱାନକୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଛି। ଚାଇନା ଦୀର୍ଘ ସମୟ ଧରି ତାଇୱାନକୁ…

ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କଲେ ଜିଲାପାଳ, ନଦୀ ଉପରେ ହେବ…

ନନ୍ଦପୁର,୧୩ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଗତ ତା-୨୭.୨.୨୬ରେ ନନ୍ଦପୁର ବ୍ଲକ ପରିଦର୍ଶନରେ ଆସି ବାସୁକୀ ନଦୀପାର ହୋଇ ରାଇସିଂ ପଞ୍ଚାୟତର ଦେବଷଣ୍ଢଗୁଡ଼ା ଗ୍ରାମବାସୀଙ୍କୁ…

ପିରିୟଡ଼ ଲିଭ ଆବେଦନର ଶୁଣାଣି କରିବାକୁ ମନା କରିଦେଲେ ସୁପ୍ରିମକୋର୍ଟ, କହିଲେ- ‘କୌଣସି ନିଯୁକ୍ତିଦାତା…’

ନୂଆଦିଲ୍ଲୀ,୧୩।୩: ମାସିକ ଋତୁସ୍ରାବ ସହିତ ଜଡିତ ଅସୁବିଧାକୁ ଦୃଷ୍ଟିରେ ରଖି ମହିଳା କର୍ମଚାରୀମାନଙ୍କୁ ଛୁଟି ପ୍ରଦାନ କରିବା ପାଇଁ ଏକ ବ୍ୟବସ୍ଥା ପ୍ରସ୍ତୁତ କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri