ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!

ଭୁବନେଶ୍ୱର,୨୩।୧: ବିଜେଡିକୁ ଭାରି ପଡ଼ିଲାକି ଅରବିନ୍ଦ ସମର୍ଥକଙ୍କ ମେଳି। ପୁନର୍ବିଚାର କରାଯିବ କହିଲେ ସମର୍ଥକ। ଶଙ୍ଖଭବନରେ ବରିଷ୍ଠ ନେତାଙ୍କୁ ଭେଟିବା ପରେ ଅରବିନ୍ଦଙ୍କ ସମର୍ଥକ ପ୍ରତିକ୍ରିୟା ରଖିଛନ୍ତି। ସେମାନେ କହିଛନ୍ତି, ପ୍ରତାପ ଜେନା, ଦେବୀପ୍ରସାଦ ମିଶ୍ର ଆମକୁ ପ୍ରତିଶ୍ରୁତି ଦେଇଛନ୍ତି। ପୁନର୍ବିଚାର କରିବାକୁ ସମୟ ମାଗିଛନ୍ତି, ପୁନର୍ବିଚାର କରାଯିବ କହିଛନ୍ତି।

ସୂଚନାଯୋଗ୍ୟ, ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ମେଳି ଦେଖିବାକୁ ମିଳିଥିଲା। ବିରାଟ ପଟୁଆରରେ ପାଟକୁରାରୁ ଅରବିନ୍ଦଙ୍କ ଶହ ଶହ ସମର୍ଥକ ଆସିଥିଲେ। ବିଜେଡିରୁ ଅରବିନ୍ଦଙ୍କ ନିଲମ୍ବନକୁ ବିରୋଧ କରି ସମର୍ଥକ ମେଳି ବାନ୍ଧି ଆସିଥିଲେ। ଏହାକୁ ଦେଖି ନବୀନ ନିବାସ ଚାରିପଟେ ସୁରକ୍ଷା ବ୍ୟବସ୍ଥା ବଢ଼ିଥିଲା।

ସୂଚନାଯୋଗ୍ୟ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ କରୁଥିବା ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଯାହାକୁ ନେଇ ପାଟକୁରାବାସୀ ଅସନ୍ତୁଷ୍ଟ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ଶ୍ରୀ ଉତ୍ସବରେ ଅର୍ଚ୍ଚିତାଙ୍କ ସଫଳତା

ଦିଗପହଣ୍ଡି, ୨୫।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କନିଶି ଗ୍ରାମ ପିଏମ୍‌ ଶ୍ରୀ ବାଲାଜୀ ବିଦ୍ୟାପୀଠରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ପିଏମ୍‌ ଶ୍ରୀ ଉତ୍ସବ…

ପ୍ରତିଷ୍ଠା ଉତ୍ସବର ଦିନକ ପରେ ମନ୍ଦିରରୁ ଚୋରି

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଆନନ୍ଦନଗରରେ ଅବସ୍ଥିତ ନବନିର୍ମିତ ମା’ ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୨୩ ତାରିଖରେ ସରିଛି। ମାତ୍ର ପ୍ରତିଷ୍ଠା ଉତ୍ସବର…

କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ

କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା…

୧୪ ବଲ୍‌ରେ ଅଭିଷେକଙ୍କ ଅର୍ଦ୍ଧଶତକ

ଗୁଆହାଟୀ,୨୫ା୧- ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ୍‌ ମ୍ୟାଚ୍‌ରେ ଭାରତୀୟ ଓପ୍‌ନର ଅଭିଷେକ ଶର୍ମା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାତ୍ର ୧୪…

ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ…

ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା

ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ…

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେଲେ ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସିମାଞ୍ଚଳ, ଅଞ୍ଚଳରେ ଖୁସିର ଲହରୀ

ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହଲ୍ଲାଦ ନାଟକର ହିରନ୍ୟକଶ୍ୟପ ରାଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ (ଗୁରୁ)…

ଏହିଦିନ ସରିବ ସରପଞ୍ଚଙ୍କ କାର୍ଯ୍ୟକାଳ, ପଞ୍ଚାୟତ ନିର୍ବାଚନ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର, ୨୫ା୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟ ନିର୍ବାଚନ କମିଶନ ରବିବାର ସବୁ ଦ୍ୱନ୍ଦ୍ୱ ଦୂର କରି…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri