ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!

ଭୁବନେଶ୍ୱର,୨୩।୧: ବିଜେଡିକୁ ଭାରି ପଡ଼ିଲାକି ଅରବିନ୍ଦ ସମର୍ଥକଙ୍କ ମେଳି। ପୁନର୍ବିଚାର କରାଯିବ କହିଲେ ସମର୍ଥକ। ଶଙ୍ଖଭବନରେ ବରିଷ୍ଠ ନେତାଙ୍କୁ ଭେଟିବା ପରେ ଅରବିନ୍ଦଙ୍କ ସମର୍ଥକ ପ୍ରତିକ୍ରିୟା ରଖିଛନ୍ତି। ସେମାନେ କହିଛନ୍ତି, ପ୍ରତାପ ଜେନା, ଦେବୀପ୍ରସାଦ ମିଶ୍ର ଆମକୁ ପ୍ରତିଶ୍ରୁତି ଦେଇଛନ୍ତି। ପୁନର୍ବିଚାର କରିବାକୁ ସମୟ ମାଗିଛନ୍ତି, ପୁନର୍ବିଚାର କରାଯିବ କହିଛନ୍ତି।

ସୂଚନାଯୋଗ୍ୟ, ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ମେଳି ଦେଖିବାକୁ ମିଳିଥିଲା। ବିରାଟ ପଟୁଆରରେ ପାଟକୁରାରୁ ଅରବିନ୍ଦଙ୍କ ଶହ ଶହ ସମର୍ଥକ ଆସିଥିଲେ। ବିଜେଡିରୁ ଅରବିନ୍ଦଙ୍କ ନିଲମ୍ବନକୁ ବିରୋଧ କରି ସମର୍ଥକ ମେଳି ବାନ୍ଧି ଆସିଥିଲେ। ଏହାକୁ ଦେଖି ନବୀନ ନିବାସ ଚାରିପଟେ ସୁରକ୍ଷା ବ୍ୟବସ୍ଥା ବଢ଼ିଥିଲା।

ସୂଚନାଯୋଗ୍ୟ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ କରୁଥିବା ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଯାହାକୁ ନେଇ ପାଟକୁରାବାସୀ ଅସନ୍ତୁଷ୍ଟ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri