Posted inଜାତୀୟ

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି।

ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ ଅରବିନ୍ଦର ସିଂହ ଲଭଲୀ ଅସନ୍ତୁଷ୍ଟ ଥିଲେ। ଏହାପରେ ସେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ତାଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ଓ କେଉଁ ଦଳକୁ ଯିବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ତେବେ ଆଜି ସେ ଭାଜପାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଛାତ୍ରୀଙ୍କୁ ଆଡମିଶନ ଫି ଫେରସ୍ତ କଲା ଉଚ୍ଚଶିକ୍ଷା ବିଭାଗ: ୧.୧୧ ଲକ୍ଷ ଜଣଙ୍କ ଆକାଉଣ୍ଟକୁ ଗଲା ୬୯.୨୩ କୋଟି ଟଙ୍କା

ଭୁବନେଶ୍ୱର, ୨୮।୧୦: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଓ ଆଶ୍ୱାସନାଜନକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଡମିଶନ ସମୟରେ ଛାତ୍ରଛାତ୍ରୀମାନେ ଦେଇଥିବା ବଳକା…

ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ୩୩ ଦିନ ଧରି ଚାଲିବ…

ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର…

ଦୀପାବଳି ପୂର୍ବରୁ କ୍ୟାବିନେଟର ୪ ବଡ଼ ଘୋଷଣା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ, ୨୮ା୧୦: କେନ୍ଦ୍ର କ୍ୟାବିନେଟ ବୁଧବାର ୪ଟି ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଏଥିମଧ୍ୟରେ ଘରୋଇ କଣ୍ଟେନର ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ ୧୦,୦୦୦ କୋଟି ଟଙ୍କାର…

ବରଗଡ଼ ଧନୁଯାତ୍ରା: ନଭେମ୍ବର ୧ରୁ କଂସ ଚୟନ ପ୍ରକ୍ରିୟା ଆରମ୍ଭ, ଉଠିଲା ବୟସ କଟକଣା

ବରଗଡ଼, ୨୮।୧୦(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଦୀର୍ଘ ୧୧…

ରାତିରେ ଋଷିକୁଲ୍ୟାରେ ବନ୍ୟାପାଣି ପଶି ଆସିବା ଆଶଙ୍କା: ପୁରୁଷୋତ୍ତମପୁରବାସୀଙ୍କୁ ସତର୍କ କଲା ପ୍ରଶାସନ,ସୁରକ୍ଷିତ ସ୍ଥାନକୁ…

ପୁରୁଷୋତ୍ତମପୁର,୨୮।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ହୁ…

ଅଭିଜିତ ଦୀପ୍‌କେ କଲେ ବଡ଼ ଘୋଷଣା: ନଭେମ୍ବର ୧ରେ…ଛାନିଆ ହେଲେ ସରକାର!

ନୂଆଦିଲ୍ଲୀ, ୨୮।୧୦: ଇଣ୍ଡିଆ ମେଣ୍ଟର ନଭେମ୍ବର ୧ରେ ଦିଲ୍ଲୀର ରାମଲୀଳା ମୈଦାନରେ ହେବାକୁ ଥିବା ରାଲିକୁ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମର୍ଥନ…

୪ ଲେନ୍ ହେବ କନ୍ଦରପୁର-ପାରାଦ୍ବୀପ ରାଜ୍ୟ ରାଜପଥ, ସର୍ଭେ କାର୍ଯ୍ୟ ଆରମ୍ଭ

କଟକ ସଦର, ୨୮।୧୦(ସୁଶାନ୍ତ କୁମାର ଜେନା): ଜଗତସିଂହପୁର ପୂର୍ତ୍ତ ଡିଭିଜନ ଅନ୍ତର୍ଗତ କନ୍ଦରପୁର-ପାରାଦ୍ବୀପ ୧୨ ନମ୍ବର ରାଜ୍ୟ ରାଜପଥର ପ୍ରଶସ୍ତୀକରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାଥମିକ…

ଘୋଡ଼ାହାଡ଼ ନଦୀରେ ବନ୍ୟା: ପଳାଶପୁର ବ୍ରିଜ୍‌ ଉପରେ ୪ ଫୁଟ୍‌ର ପାଣି, ଆସିକା-ଦିଗପହଣ୍ଡି-ପାଟପୁର ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି ୨୮।୧୦, ଅଶେଷ ନାଥ ମିଶ୍ର: ଗଞ୍ଜାମ ଜିଲାର ଘୋଡ଼ାହାଡ଼ ନଦୀରେ ସୃଷ୍ଟି ହୋଇଛି ଗମ୍ଭୀର ବନ୍ୟା ପରିସ୍ଥିତି। ନଦୀର ଉପରମୁଣ୍ଡ ଗଜପତି ଜିଲାରେ ପ୍ରବଳ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?