Posted inଜାତୀୟ

ଆର୍ୟନଙ୍କୁ ଏନ୍‌ସିବି ପକ୍ଷରୁ ପଚରା ଉଚରା ଜାରି…

ମୁମ୍ବାଇ,୩।୧୦: ବଲିଉଡ୍‌ ଅଭିନେତା ଶାହାରୁଖ ଖଁାଙ୍କ ପୁଅ ଆର୍ୟନ ଖାଁଙ୍କୁ ନାର୍କୋଟିକ୍‌ କଣ୍ଟ୍ରୋଲ ବୋର୍ଡ (ଏନ୍‌ସିବି) ପକ୍ଷରୁ ପଚରା ଉଚରା ଜାରି ରହିଛି। କ୍ରୁଏଜ୍‌ ଶିପ୍‌ରେ ଡ୍ରଗ୍ସ୍‌ ପାର୍ଟି ଚାଲିଥିବା ସମୟରେ ଧରା ପଡ଼ିଥିବା ୧୩ ଜଣଙ୍କ ମଧ୍ୟରେ ଆର୍ୟନ ରହିଛନ୍ତି। ସେହିପରି ୩ ଜଣ ମହିଳା ମଧ୍ୟ ରହିଛନ୍ତିି। ତାଙ୍କୁ ମାଗଣାରେ ଅତିଥି ଭାବେ ଡ଼କା ଯାଇଥିବା ସେ କହିଛନ୍ତି।

ଗୋଆ ଯାଉଥିବା କ୍ରୁଏଜ୍‌ ଶିପ୍‌ରେ ଡ୍ରଗ୍ସ୍‌ ପାର୍ଟି ଚାଲିଥିବା ସମ୍ପର୍କରେ ଏନ୍‌ସିବିର ମୁମ୍ବାଇର ଜୋନାଲ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କୁ ଗୁପ୍ତ ସୂଚନା ମିଳିଥିଲା। ଏହା ପରେ ଏନ୍‌ସିବି ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇ ପାର୍ଟିରେ ବ୍ୟବହୃତ ହେଉଥିବା କୋକିନ୍‌, ହାସିସ୍‌ ଆଦି ଜବତ କରାଯାଇଥିଲା।

ପାର୍ଟି ଆୟୋଜକଙ୍କୁ ହଜାର ହେବାକୁ ଏନ୍‌ସିବି ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହାକୁ ନେଇ ଅର଼୍ୟାନଙ୍କ ସମସ୍ୟା ବଢ଼ିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା କର୍ମୀଙ୍କ ଆକ୍ରମଣ ଘଟଣା: ପୂର୍ବତନ ନୌସେନା ଅଧିକାରୀ ସହ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ

ମୁମ୍ବାଇ,୧୨।୯-ପୂର୍ବତନ ନୌସେନା ଅଧିକାରୀ ମଦନ ଶର୍ମାଙ୍କୁ ଶୁକ୍ରବାର ଶିବସେନା କର୍ମଚାରୀମାନେ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାକୁ...

ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅନୁଚ୍ଛେଦ ୨୧ ଲାଗୁ ହେବ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୬।୧୨: ରାତିରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଆବଶ୍ୟକ ସୁବିଧା ସହିତ ମେଡିକାଲ କର୍ମଚାରୀଙ୍କୁ ଏଥିଲାଗି ପ୍ରସ୍ତୁତ ରଖିବାକୁ ସମସ୍ତ ସରକାରୀ ମେଡିକାଲକୁ କେରଳ ହାଇକୋର୍ଟ...

ଐତିହାସିକ ପଦକ୍ଷେପ: ପ୍ରଧାନମନ୍ତ୍ରୀ କଲେ ’ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ…

ନୂଆଦିଲ୍ଲୀ,୧୧।୧୦: ଭାରତ ପୁଣି ଏକ ଐତିହାସିକ ପଦକ୍ଷେପୟ ଗ୍ରହଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ କରିଛନ୍ତି। ଏହି ଏବସରରେ...

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ମାରି କୋଇଲା ଖଣିରେ ଫିଙ୍ଗିଦେଲେ ସ୍ତ୍ରୀ

ମୁମ୍ବାଇ,୧ା୮: ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ସ୍ବାମୀଙ୍କ ଚାକିରି ହଡ଼ପ କରିବା ପାଇଁ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ମାରି...

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି...

ମହିଳାଙ୍କୁ ଉଲଗ୍ନ କରି ନିସ୍ତୁକ ଛେଚିଲେ

ଭୋପାଳ,୮।୧୦: ମଧ୍ୟପ୍ରଦେଶର ଧର ଜିଲାରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ମଧ୍ୟବୟସ୍କା ବିଧବାଙ୍କୁ ପଡୋଶୀ ଉଲଗ୍ନ କରି ନିର୍ଘାତ ମାଡ଼ ମାରିଛନ୍ତି। ଶତାଧିକ ଲୋକଙ୍କ ଉପସ୍ଥିତିରେ ମହିଳାଙ୍କୁ...

ହିମବାହରୁ ଖଣ୍ଡପ୍ରଳୟ

ଡେରାଡୁନ୍‌, ୮।୨ :ପ୍ରକୃତିର ଅନ୍ୟତମ ଆଶ୍ଚର୍ଯ୍ୟ ଗ୍ଲେସିୟର ବା ହିମବାହ। ଲକ୍ଷାଧିକ ବର୍ଷ ଧରି ଜମାଟ ବାନ୍ଧିଥିବା ଏହି ବରଫ ଉପତ୍ୟକାର ପ୍ରକୃତିପ୍ରେମୀଙ୍କୁ ଆକର୍ଷିତ କରିଆସିଛି।...

ଭାଜପା ପାଇଁ ବଢିଲା ଅଡୁଆ

ଚଣ୍ଡିଗଡ,୧୮।୧୨: ପଞ୍ଜାବ ଏବଂ ହରିୟାଣା ସମେତ ଅନେକ ରାଜ୍ୟର କୃଷକମାନେ କେନ୍ଦ୍ରୀୟ କୃଷି ଆଇନକୁ ବିରୋଧ କରୁଛନ୍ତି। ଏଭଳି ପରିସ୍ଥିତିରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର...

Advertisement


Archives

Model This Week