Posted inଜାତୀୟ

କ୍ୱାରାଣ୍ଟିନ ସେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୮ ।୧୦: ଡ୍ରଗ୍ସ ମାମଲାରେ ଫସି ରହିଥିବା ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ଅଡୁଆ ବେଳକୁ ବେଳ ବଢିବାରେ ଲାଗିଛି । ଶୁକ୍ରବାର ସେ ପଚରା ଉଚରା ପାଇଁ ହାଜର ହୋଇଥିବା ବେଳେ ଏବେ ତାଙ୍କୁ ଆର୍ଥର ରୋଡ ଜେଲରେ ୩-୫ ଦିନ ରହିବାକୁ ପଡିବ ବୋଲି ଜଣାପଡିଛି । ସେଠାରେ ଆର୍ଯ୍ୟନଙ୍କ ସମେତ ଅନ୍ୟ ଅଭିଯୁକ୍ତମାନେ କ୍ୱାରାଣ୍ଟିନ ସେଲରେ ରହିବେ ବୋଲି କହିଛନ୍ତି ଜେଲ ଅଧିକ୍ଷକ ନୀତୀନ ୱେଚାଲ । ସୂଚନାଯୋଗ୍ୟ, ମୁମ୍ବାଇରୁ ଗୋଆ ଯାଉଥିବା ଏକ ଜାହାଜରେ ଡ୍ରଗ୍ସ ପାର୍ଟି ଚାଲିଥିବାର ଖବର ପାଇଁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ସାଦା ପୋଷାକରେ ଯାଇ ଉକ୍ତ ପାର୍ଟି ଉପରେ ଚଢାଉ କରିଥିଲା । ଆଉ ସେଥିରେ ବଲିଉଡ୍ ତାରକା ଶାହାରୁଖଙ୍କ ପୁଅ ମଧ୍ୟ ସାମିଲ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri