Posted inଜାତୀୟ

ଆହୁରି ଗୋଟିଏ ରାତି ଜେଲରେ କାଟିବେ ଆର୍ଯ୍ୟନ

ମୁମ୍ବାଇ, ୭।୧୦: କ୍ରୁଜ୍‌ ଜାହାଜରେ ନିଶାଦ୍ରବ୍ୟ କାରବାର ମାମଲାରେ ଗିରଫ ହୋଇଥିବା ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ ଖାନ୍‌ଙ୍କୁ ମୁମ୍ବାଇର ଏକ ଅଦାଲତ ଗୁରୁବାର ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଭିଯୁକ୍ତମାନଙ୍କୁ ଅକ୍ଟୋବର ୧୧ ପର୍ଯ୍ୟନ୍ତ ରିମାଣ୍ଡରେ ନେବା ଲାଗି ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଅନୁରୋଧ କରିଥିଲେ। ହେଲେ ଏହାକୁ ଖାରଜ କରିଦେଇଛନ୍ତି କୋର୍ଟ।

ଆର୍ଯ୍ୟନଙ୍କ ଜାମିନ ଆବେଦନର ଶୁଣାଣି ପାଇଁ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଦୀର୍ଘ ସମୟ ଶୁଣାଣି ପରେ ଏହାକୁ ଶୁକ୍ରବାରକୁ ସ୍ଥଗିତ ରଖାଯାଇଛି। ଫଳରେ ମନତ ଫେରିବା ପାଇଁ ଆର୍ଯ୍ୟନଙ୍କୁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡ଼ିବ। ତାଙ୍କୁ ଦୁଇ ରାତି ହେଲା ଜେରା କରାଯାଇନାହିଁ। ଅଧିକ ଦିନ ତାଙ୍କୁ ଅଟକ ରଖାଯାଇପାରିବ ନାହିଁ ବୋଲି ଆର୍ଯ୍ୟନଙ୍କ ଓକିଲ ସତୀଶ ମାନେଶିନ୍ଦେ ତାଙ୍କ ଯୁକ୍ତିରେ ଦର୍ଶାଇଥିଲେ। ଅତିରିକ୍ତ ସଲିସିଟର ଜେନେରାଲ ଅନିଲ ସିଂ ଜାମିନ ଆବେଦନକୁ ବିରୋଧ କରିଥିଲେ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜାମିନ ଆବେଦନର ପୁନର୍ବାର ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛତିଶଗଡ଼ ବିଧାନସଭା ନିର୍ବାଚନ ନେଇ କଂଗ୍ରେସର ରଣନୀତି ଆଲୋଚନା

ନୂଆଦିଲ୍ଲୀ, ୨୯ା୬: ଚଳିତ ବର୍ଷ ଶେଷ ଭାଗରେ ଛତିଶଗଡ଼ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ବୁଧବାର କଂଗ୍ରେସର ଶୀର୍ଷନେତାମାନଙ୍କର ବୈଠକ ବସି ରଣନୀତି ସମ୍ପର୍କରେ ଆଲୋଚନା...

ପୋଲିସ ପିତାଙ୍କୁ ଅଫିସ ଯିବାକୁ ଛାଡୁ ନ ଥିବା ପୁଅର ଭାବନାତ୍ମକ ଭିଡ଼ିଓ ଶେୟାର କଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୪: କର୍ତ୍ତବ୍ୟ ଆଗରେ ସ୍ନେହ ମମତା ତୁଛ। ଏବେ ଏଭଳି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଅପଲୋଡ୍‌ ହୋଇଛି। ଏହାକୁ ଅପଲୋଡ୍‌ କରିଛନ୍ତି ଓଡ଼ିଶାର ସିଆଇଡି...

ଓମିକ୍ରନ୍‌ ମୁକାବିଲା, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଅଧିକ ଟିକା ମାଗିଲା ଆଇଏମ୍‌ଏ…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।...

ମୁଁ ବାଚସ୍ପତିଙ୍କୁ ରାହୁଲଙ୍କ ସଦସ୍ୟତା ନେଇ କରିଛି ଫୋନ: ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୫।୮ : ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ମିଳିବା ପରେ ଏବେ ତାଙ୍କ ଲୋକସଭା ସଦସ୍ୟତା ଫେରାଇ ଆଣିବା ପାଇଁ ଦାବି ଜୋର...

ନଦୀକୁ ଖସିଲା ଟ୍ରାକ୍ଟର, ୧୪ରୁ ଅଧିକଙ୍କ ମୃତ୍ୟୁ ଆଶଙ୍କା…

ଲକ୍ଷ୍ନୌ,୧୫।୪ : ଶନିବାର ଅପରାହ୍ନରେ ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପ୍ରାୟ ୪୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଟ୍ରଲି...

‘ବିରୋଧୀ ଏକଜୁଟ ହେବା ଆବଶ୍ୟକ’

ମୁମ୍ବାଇ,୫।୧୦: ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ମଙ୍ଗଳବାର ବିରୋଧୀଙ୍କୁ ଏକଜୁଟ୍‌ ହେବାକୁ ଆହ୍ବାନ ଦେଇଛନ୍ତି। ଲଖିମ୍‌ପୁର ଖେରି ଘଟଣା ପରେ ବିରୋଧୀ ଦଳ ଏକଜୁଟ...

ଚାଇନା ନିର୍ମିତ ପାକିସ୍ତାନୀ ଡ୍ରୋନକୁ ଗୁଳି ଖସାଇଲେ ବିଏସଏଫ ଯବାନ, ୪ ପ୍ୟାକେଟ ହେରୋଇନ ଜବତ…

ଗୁରୁଦାସପୁର,୧୯।୨ : ପଞ୍ଜାବର ଗୁରୁଦାସପୁରରେ ବିଏସଏଫ ଯବାନମାନେ ଏକ ପାକିସ୍ତାନୀ ଡ୍ରୋନକୁ ଗୁଳି କରି ଖସାଇଛନ୍ତି। ଏଥିରୁ ୪ ପ୍ୟାକେଟ ହେରୋଇନ ଜବତ କରାଯାଇଇଛି। ଶନିବାର...

ସଞ୍ଜୟ ସିଂଙ୍କୁ କ୍ଷମା ମାଗିନାହିଁ ଇଡି

ନୂଆଦିଲ୍ଲୀ,୩।୫: ଆମ ଆଦମୀ ପାର୍ଟି ଏମପି ସଞ୍ଜୟ ସିଂ ବୁଧବାର ତାଙ୍କର ଅଫିସିୟାଲ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଜାରି କରିଥିଲେ। ଏଥିରେ ସେ ଦାବି...

Advertisement
Archives

Model This Week