Posted inଜାତୀୟ

ପାସ୍‌ପୋର୍ଟ ଫେରାଇବା ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ଆର୍ଯ୍ୟନ୍‌

ମୁମ୍ବାଇ,୧।୭: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ପୁଣି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ବଲିଉଡ ଅଭିନେତା ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ୍‌ ଖାନ। ଏନ୍‌ଡିପିଏସ୍‌ ସ୍ବତନ୍ତ୍ର ଅଦାଲତର ଦ୍ୱାରସ୍ଥ ହୋଇଛନ୍ତି। ତେବେ କୋର୍ଟରେ ନିଜର ପାସ୍‌ପୋର୍ଟ ଫେରାଇବା ପାଇଁ ଆର୍ଯ୍ୟନ୍‌ ଆବେଦନ କରିଥିବା ଜଣାପଡ଼ିଛି। ଗୁରୁବାର ନିଜ ଓକିଲଙ୍କ ମାଧ୍ୟମରେ ପାସପୋର୍ଟ ଫେରାଇବା ପାଇଁ ଆବେଦନ କରିଥିଲେ। ଡ୍ରଗ୍ସ ମାମଲାରେ ଆର୍ଯ୍ୟନ୍‌ଙ୍କୁ
ଏନ୍‌ସିବିରୁ କ୍ଲିନ ଚିଟ୍‌ ପାଇସାରିଛନ୍ତି। ତେବେ ଏନ୍‌ସିବିର ଚାର୍ଜସିଟ୍‌ରେ ତାଙ୍କ ନାଁ ନାହିଁ। ତେଣୁ ଆର୍ଯ୍ୟନ୍‌ ତାଙ୍କ ପାସପୋର୍ଟ ଫେରାଇବା ପାଇଁ ନିଜ ଆବେଦନରେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ହେଲା ଶସ୍ତା-ମହଙ୍ଗା…

ନୂଆଦିଲ୍ଲୀ,୧।୨ : ୨୦୨୩ ବଜେଟରେ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଭିନ୍ନ କ୍ଷେତ୍ର ସମ୍ବନ୍ଧରେ ବଜେଟରେ ଅନେକ ଘୋଷଣା କରିଛନ୍ତି। କିନ୍ତୁ ସାଧାରଣ ଲୋକ...

ବିହାରର ମନ୍ତ୍ରୀ, ବିଧାୟକ ଭିନ୍ନ ଢଙ୍ଗରେ ଟିମ୍‌ ଇଣ୍ଡିଆକୁ ଜଣାଇଲେ ଶୁଭକାମନା

ପାଟନା, ୯।୭: ଆଇସିସି ବିଶ୍ୱକପରେ ମଙ୍ଗଳବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯିବ। ଭାରତର ବିଜୟ କାମନା କରି ଦେଶର ବିଭିଭନ୍ନ ସ୍ଥାନରେ ଯଜ୍ଞ,...

ଜେଲ୍‌ରୁ ମୁକୁଳିବା ପରେ ପ୍ରଥମ ଥର ଆଜମଙ୍କୁ ଭେଟିଲେ ଅଖିଳେଶ

ନୂଆଦିଲ୍ଲୀ,୧।୬: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ବୁଧବାର ସକାଳେ ଦିଲ୍ଲୀରେ ପହଞ୍ଚି ଦଳର ବରିଷ୍ଠ ନେତା ଆଜମ...

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌....

ବିମାନରେ ଅସଦାଚରଣ କରି ଗିରଫ ହେଲେ ଶଙ୍କର ମିଶ୍ରା

ନୂଆଦିଲ୍ଲୀ,୭।୧: ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରି ଚର୍ଚ୍ଚାରେ ଥିବା ଶଙ୍କର ମିଶ୍ରାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଶୁକ୍ରବାର ରାତିରେ...

ବିହାର ବନ୍ଦ ବେଳେ ହିଂସା

ପାଟନା, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଦେଶବ୍ୟାପୀ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ କରିବା ପ୍ରସ୍ତାବର ବିରୋଧ କରି ବାମଦଳଗୁଡ଼ିକ ପକ୍ଷରୁ ଗୁରୁବାର ବିହାର...

ନାଗରିକତା ସଂଶୋଧନ ବିଲ୍‌ : ରାଜ୍ୟ ସଭାରେ ଭାଜପା ପାଇଁ ନମ୍ବର ଗେମ୍‌ ୧୨୧

ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଛି। ଏବେ ବିଲ୍‌କୁ ରାଜ୍ୟ ସଭାରେ ଆଗତ କରାଯିବ। ରାଜ୍ୟ ସଭାର ସଦସ୍ୟ ସଂଖ୍ୟା ୨୪୫।...

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବାୟୁସେନା ବିମାନର ମିଳିଲା ବ୍ଲାକ୍‌ ବକ୍ସ

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ...

Advertisement
Archives

Model This Week