Posted inଜାତୀୟ

ଆର୍ଯ୍ୟନଙ୍କ ମାମଲାରେ ୨ ଜଣଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୬।୧୦: ମୁମ୍ବାଇର ଡାଗ୍ସ କ୍ରୁଜ ମାମଲାରେ ଗିରଫ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ୨ ଜଣ(ମନୀଷ ରାଜଗାରିଆ ଓ ଅଭିନ ସାହ)ଙ୍କୁ ମଙ୍ଗଳବାର ଏକ ସ୍ପେଶାଲ କୋର୍ଟ ଜାମିନ ଦେଇଛନ୍ତି। ଏହି ମାମଲାରେ ବଲିଉଡ୍‌ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ମାମଲାର ଶୁଣାଣିକୁ ସ୍ଥଗିତ କରାଯାଇଛି। ଏହାର ଶୁଣାଣି ବୁଧବାର ହେବ।

ମନୀଷ ରାଜଗାରିଆ ହେଉଛନ୍ତି ମାମଲାରେ ଗିରଫ ହୋଇଥିବା ୧୧ ତମ ଅଭିଯୁକ୍ତ। ତାଙ୍କୁ ୨.୪ ଗ୍ରାମର ଗଞ୍ଜେଇ ସହ ଧରା ପଡ଼ିଥିଲେ। ତାଙ୍କୁ ୫୦ ହଜାର ଟଙ୍କାର ମିଳଚାଳିକା ସହ ଛଡ଼ାଯାଇଛି। ତାଙ୍କ ସହ ଧରାପଡ଼ିଥିଲେ ଅଭିନ ସାହୁ। ସେମାନଙ୍କୁ କ୍ରୁଜ ଶିପ୍‌ ଫେରିବା ପରେ ଗିରଫ କରାଯାଇଥିଲା।

ତେବେ ଆର୍ଯ୍ୟନ ଖାନଙ୍କ ଭଳି ଏହି ମାମଲାରେ କୌଣସି ପ୍ରକାର ହ୍ବାଟ୍ସଆପ୍‌ ସାମ୍ନାକୁ ଆସି ନାହିଁି। ତାଙ୍କ ବିରୋଧରେ କୌଣସି ପ୍ରକାର ତଦନ୍ତ ଚାଲୁ ନ ଥିବା ତାଙ୍କ ଓକିଲ ଦର୍ଶାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri