ଜନ୍ମଦିନରେ ଏନ୍‌ସିବି କାର୍ଯ୍ୟାଳୟରେ ପହଞ୍ଚିଲେ ଆର୍ଯ୍ୟନ

ମୁମ୍ବାଇ,୧୨ ।୧୧: କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇ ୨୮ ଦିନ ପରେ ଜେଲରୁ ମୁକୁଳିଥିବା ବଲିଉଡ୍ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁ ୧୨ ନଭେମ୍ବର ଅର୍ଥାତ୍ ଶୁକ୍ରବାର ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି । ଏହାରି ଭିତରେ ବି ତାଙ୍କୁ ନାର୍କାଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) କାର୍ଯ୍ୟାଳୟ ଯାଇଥିବା ବେଳେ ସ୍ପଟ କରାଯାଇଛି । ସୂଚନାଯୋଗ୍ୟ, ଡ୍ରଗ୍ସ ମାମଲରେ ଗିରଫ ହୋଇଥିବା ଆର୍ଯ୍ୟନଙ୍କୁ ଦୀର୍ଘ ୨୮ ଦିନ ପରେ ସର୍ତ୍ତମୂଳକ ଜାମିନ ମିଳିଛି । ଏହି ସର୍ତ୍ତ ଆଧାରରେ ପ୍ରତି ଶୁକ୍ରବାର ସେ ଏନ୍‌ସିବି ଅଫିସରେ ଦିନ ୧୨ଟାରୁ ୨ଟା ମଧ୍ୟରେ ହାଜର ହେବାକୁ କୁହାଯାଇଛି । ତେଣୁ ଶୁକ୍ରବାର ଜନ୍ମଦିନ ଥିଲେ ବି ସେ ହାଜିରା ଦେବାକୁ ଏନ୍‌ସିବି ଅଫିସ ପହଞ୍ଚିଥିଲେ । ତାଙ୍କ ପୂର୍ବରୁ ଏହି ମାମଲାରେ ସମ୍ପୃକ୍ତ ଥିବା ମୁନମୁନ ଧମୋଚା ବି ଏନ୍‌ସିବି କାର୍ଯ୍ୟାଳୟରେ ହାଜିରା ପାଇଁ ପହଞ୍ଚିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri