Posted inଜାତୀୟ

ବଢୁଛି ଆର୍ଯ୍ୟନଙ୍କ ସମସ୍ୟା: ସୋମବାର ପୂର୍ବରୁ ହେବନାହିଁ ଜାମିନ ଶୁଣାଣି

ମୁମ୍ବାଇ,୯ ।୧୦: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ସମସ୍ୟା କମ୍ ହେବାର ନାଁ ନେଉନି । ଶନିବାର-ରବିବାର କୋର୍ଟ ବନ୍ଦ ରହୁଥିବାରୁ ତାଙ୍କ ମାମଲାର ଶୁଣାଣି ହୋଇ ପାରିବ ନାହିଁ ବୋଲି କୁହାଯାଉଛି । ଏମିତି ହେଲେ ଆର୍ଯ୍ୟନଙ୍କୁ ଆଉ ୩ ଦିନ ମୁମ୍ବାଇର ଆର୍ଥର ଜେଲରେ କାଟିବାକୁ ପଡିବ । ଏହାସହ ଜେଲର ଖାଦ୍ୟ ମଧ୍ୟ ଖାଇବାକୁ ପଡିବ । ଯଦି କୋର୍ଟ ଅନୁମତି ପ୍ରଦାନ କରନ୍ତି ତେବେ ତାଙ୍କୁ ଘରର ଖାଦ୍ୟ ମିଳିପାରେ । ସୂଚନାଯୋଗ୍ୟ, ଶୁକ୍ରବାର ମୁମ୍ବାଇର କିଲା କୋର୍ଟ ଆର୍ଯ୍ୟନ ଖାଁ, ଅରବାଜ ମର୍ଚେଣ୍ଟ ଓ ମୁନମୁନ ଧମେଚାଙ୍କ ଜାମିନ ଶୁଣାଣିକୁ ରଦ୍ଦ କରି ଦେଇଥିଲେ । ସୂଚନାଯୋଗ୍ୟ, ମୁମ୍ବାଇରୁ ଗୋଆ ଯାଉଥିବା ଏକ ଜାହାଜରେ ଚାଲିଥିଲା ଡ୍ରଗ୍ସ ପାର୍ଟି ଯାହାର ଖବର ପାଇ ପୋଲିସ ସାଦା ପୋଷାକରେ ପ କେତେକଙ୍କୁ ଗିରଫ କରିଥିଲା । ଯେଉଁଥିରେ ଆର୍ଯ୍ୟନ ବି ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri