ସରକାରଙ୍କ ହସ୍ତକ୍ଷେପ ଫଳରେ ଖାଇବାତେଲ ଦର କମିଛି

ବେଙ୍ଗାଲୁରୁ,୨୬ା୧୨: ଚଳିତ ବର୍ଷ କୋଭିଡ୍‌ କଟକଣା ଯୋଗୁ ଉପତ୍ାଦନ ଓ ଆମଦାନୀରେ ଅନେକ ସମସ୍ୟା କାରଣରୁ ଖାଇବାତେଲର ଦର ଅନେକାଂଶରେ ବୃଦ୍ଧି ପାଇଥିଲା। ଫଳରେ ଖାଉଟି ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ। ଏଭଳି ପରିସ୍ଥିତିରେ ସରକାର ମଧ୍ୟ ଏହାକୁ ଗୁରୁତ୍ୱ ସହ ଗ୍ରହଣକରି ଦର ହ୍ରାସ ବିଷୟରେ ବ୍ୟାପକ ପଦକ୍ଷେପ ଗ୍ରହଣ କରିଥିଲେ। ଫଳରେ ଗତ କିଛି ମାସ ହେବ ଖାଇବାତେଲର ଦର ଧୀରେ ଧୀରେ ହ୍ରାସ ପାଇଛି। ଅନ୍ତର୍ଜାତୀୟ ବଜାରରେ ଦର ଉଚ୍ଚା ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ସର୍ବନିମ୍ନ ଆମଦାନୀ ଶୁଳ୍କ ଲାଗୁ ଯୋଗୁ ଏହା ସମ୍ଭବ ହୋଇପାରିଛି। ସେହିପରି ଗତ ବର୍ଷ ସୂର୍ଯ୍ୟମୁଖୀ ତେଲ ଉପରେ ଆମଦାନୀ ହୋଇଥିବା ଅଶୋଧିତ ସୂର୍ଯ୍ୟମୁଖୀ ତେଲର ଅଧିକ ମୂଲ୍ୟ, ଉତ୍ପାଦନ ଏବଂ ପରିବହନ ଖର୍ଚ୍ଚ ବଢ଼ିବା ସହ କମ୍‌ ଉତ୍ପାଦନରେ ବୃଦ୍ଧି ଘଟିଛି। ଅଶୋଧିତ ସୂର୍ଯ୍ୟମୁଖୀ ତେଲ ଉପରେ ଶୁଳ୍କ ହ୍ରାସ ସହିତ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ସୂର୍ଯ୍ୟମୁଖୀ ତେଲର ମୂଲ୍ୟ ହ୍ରାସ ଘଟିବାରେ ବେଶ୍‌ ସହାୟକ ହୋଇଛି। ଏ ସମ୍ପର୍କରେ ଫ୍ରିଡମ୍‌ ହେଲ୍‌ଥ କୁକିଙ୍ଗ୍‌ ଅଏଲର ବରିଷ୍ଠ ଉପସଭାପତି (ମାର୍କେଟିଂ ଓ ସେଲ୍‌ସ) ପି. ଚନ୍ଦ୍ରଶେଖର ରେଡ୍ଡୀ କହିଛନ୍ତି, ଅଧିକାଂଶ ସୂର୍ଯ୍ୟମୁଖୀ ତେଲ ବିଶେଷକରି ପ୍ରାୟ ୭୦% ଉପଯୋଗ ଦକ୍ଷିଣ ଭାରତ ଏବଂ ଓଡ଼ିଶାରେ ହୋଇଥାଏ। ସୂର୍ଯ୍ୟମୁଖୀ ତେଲ ମୁଖ୍ୟତଃ ୟୁକ୍ରେନ ଏବଂ ରୁଷିଆରୁ ଆମଦାନୀ କରାଯାଏ। ସେହିପରି ଏହା କମ୍ପାନୀର କାକିନାଡ଼ା ଏବଂ କୃଷ୍ଣପାଟନମ୍‌ଠାରେ ଅତ୍ୟାଧୁନିକ ରିଫାଇନେରିରେ ବିଶୋଧନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri