ଭାରତ ବନ୍ଦ ପ୍ରଭାବରେ ବ୍ୟାଙ୍କ କାରବାରରେ ୭୦ କୋଟି କ୍ଷତି

ବ୍ରହ୍ମପୁର ଅଫିସ,୩୧।୩: ବ୍ରହ୍ମପୁର ସହରରେ ୨ ଦିନିଆ ଭାରତ ବନ୍ଦ ପ୍ରଭାବରେ ଜାତୀୟ ବ୍ୟାଙ୍କଗୁଡିକର କାରବାରରେ କ୍ଷତି ସହିବାକୁ ପଡିଛି। ଏହି ଦୁଇ ଦିନ ମଧ୍ୟରେ ବ୍ରହ୍ମପୁର ସହରରେ ଥିବା ବିଭିନ୍ନ ଜାତୀୟ ବ୍ୟାଙ୍କଗୁଡିକ କାରବାରରେ ପ୍ରାୟ ୬୦ରୁ ୭୦ କୋଟି ଟଙ୍କା କ୍ଷତି ଘଟିଥିବା ସୂଚନା ମିଳିଛି। ଏଥିସହ ୨ଦିନ ବ୍ୟାଙ୍କ କର୍ମଚାରୀମାନେ ଆନ୍ଦୋଳନରେ ସାମିଲ ହେବାରୁ ମାସିକ ପ୍ରାପ୍ୟରୁ ୨ ଦିନର ଦରମା ମଧ୍ୟ ବାଦ ପଡିଛି। ଅନ୍ୟପଟେ ଏହି ୨ ଦିନିଆ ବନ୍ଦରେ ବ୍ରହ୍ମପୁରର ୟୁନିୟନ ବ୍ୟାଙ୍କ ଅଫ ଇଣ୍ଡିଆ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ, କାନାରା ବ୍ୟାଙ୍କ, ୟୁକୋ ବ୍ୟାଙ୍କ, ଇଣ୍ଡିଆନ ଓଭରସିଜ ବ୍ୟାଙ୍କ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଓ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସାମିଲ ହୋଇଥିଲେ। ଏହି ସମସ୍ତ ବ୍ୟାଙ୍କଗୁଡିକରେ ୨ ଦିନର ବନ୍ଦ ପ୍ରଭାବରେ କାରବାର କ୍ଷତି ହୋଇଥିବା ବହୁ ବ୍ୟାଙ୍କ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଏନ୍‌ଏସି ଉପାଧ୍ୟକ୍ଷ ହେଲେ ସୁରେନ୍ଦ୍ର ବାରିକ

ଗଞ୍ଜାମ,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ଏଥିରେ ୧ ନଂ ଓ୍ବାର୍ଡର ବିଜେଡି କାଉନସିଲର ସୁରେନ୍ଦ୍ର ବାରିକ ଉପାଧ୍ୟକ୍ଷ ଭାବେ...

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା...

ରାଶନ ବୋଝେଇ ପିକ୍‌ଅପ ଓଲଟିଲା

ପାଟପୁର,୩୦ା୪- ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ. ରାଜପଥ ପୋଡାମାରୀ ନିକଟସ୍ଥ କଂସାମାରୀ ଗ୍ରାମ ପାଖରେ ଗୁରୁବାର ଅପରାହ୍ନରେ ଏକ ରାଶନ ବୋଝେଇ ପିକ୍‌ଅପ (ନଂ.ଓଆର୍‌୦୭ୟୁ-୭୨୬୭) ଭ୍ୟାନ୍‌ର ଓଲଟି...

ପରିବେଶର ସୁରକ୍ଷା ପାଇ ପ୍ରାଚୀନ ପଦ୍ଧତିର ଅନୁସରଣ

ଛତ୍ରପୁର,୫ା୬(ଡି.ଏନ୍‌.ଏ.): ଛତ୍ରପୁର ନିକଟସ୍ଥ ତାମ୍ପରା ଆଦ୍ରଭୂମି ଠାରେ ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନି ଖୋଖରଙ୍କ...

୨୦୨୩ ଜୁନ୍‌ରେ ସରିବ ଘଟକେଶ୍ବର ପ୍ରକଳ୍ପ କାମ

ଛତ୍ରପୁର,୨୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଜିଲାପାଳ ଦିବ୍ୟଜ୍ୟୋତି ପରିଡା କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ପ୍ରାରମ୍ଭରେ ଇଆଇସି-ତଥା- ସ୍ବତନ୍ତ୍ର...

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

ଗଞ୍ଜାମ,୫।୫(ଡି.ଏନ.ଏ. ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ଶୁକ୍ରବାର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ...

ରେଳବିଭାଗରେ ଚାକିରି ନାଁରେ ଠକେଇ ଘଟଣା: ଜେଲରେ ଥିବା ଅଭିଯୁକ୍ତଙ୍କ ନାମରେ ପୁଣି ମାମଲା

ବ୍ରହ୍ମପୁର ଅଫିସ,୧୫।୫: ରେଳ ବିଭାଗରେ ଚାକିରି ଦେବାକୁ କହି ଟଙ୍କା ଠକେଇ କରି ବିଚାର ବିଭାଗ ହାଜତରେ ଥିବା ଅଭିଯୁକ୍ତ ଗଣେଶ ହୋତାଙ୍କ ନାମରେ ପୁଣି ଦୁଇଟି...

ସବ୍‌ଜେଲ୍‌ ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲକୁ ଶୁକ୍ରବାର ଅଚାନକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନ କରିଛନ୍ତି। ସେଠାରେ ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ଅନୁଧ୍ୟାନ କରିଥିଲେ।

Advertisement
Archives

Model This Week