ଶ୍ରୀଦୁର୍ଗା ପକ୍ଷରୁ ‘ଯେତେ କିଣିବେ ସେତେ ସୁନା ପାଇବେ’

ଭୁବନେଶ୍ୱର,୨୧।୧୦: ଶାରଦୀୟ ଦୁର୍ଗାପୂଜା ଅବସରରେ ଶାଢ଼ି ଏବଂ ଗାର୍ମେଣ୍ଟସ୍‌ ଫ୍ୟାମିଲି ଷ୍ଟୋର ‘ଶ୍ରୀଦୁର୍ଗା’ ପକ୍ଷରୁ ‘ଯେତେ କିଣିବେ ସେତେ ସୁନା ପାଇବେ’ ଶୀର୍ଷକ ଅଫର ଘୋଷଣା କରାଯାଇଛି ା ଶପିଂର ନିଆରା ଅନୁଭୂତି ପାଇଁ ଗ୍ରାହକମାନେ ନିଶ୍ଚିତ ଉପହାରରେ ‘ସ୍ବର୍ଣ୍ଣମୁଦ୍ରା’ ଏବଂ ଲକି ଡ୍ର’ରେ ‘ହାର୍‌ଲେ ଡେଭିଡ୍‌ସନ୍‌’ ବାଇକ୍‌ ପାଇପାରିବେ ା ପ୍ରତି ୯୯୯ ଟଙ୍କାର କ୍ରୟରେ ଗ୍ରାହକମାନେ ‘ହାର୍‌ଲେ ଡେଭିଡ୍‌ସନ୍‌’ ବାଇକ୍‌ର କୁପନ୍‌ ପାଇପାରିବେ ା ସକାଳ ୧୦ଟାରୁ ଅପରାହ୍ନ ୪ଟା ମଧ୍ୟରେ ଶପିଂ କଲେ ଗ୍ରାହକମାନେ ଏହି ଅଫରର ଲାଭ ଉଠାଇପାରିବେ ା ‘ସ୍ବର୍ଣ୍ଣମୁଦ୍ରା’ ସହ ଗ୍ରାହକଙ୍କ ପାଇଁ ଅନେକ ଆକର୍ଷଣୀୟ ଉପହାର ରହିଛି ା ଜାତୀୟ ଓ ଅନ୍ତର୍ଜାତୀୟ ପୁରୁଷ ପରିଧାନରେ ୩୦ରୁ ଅଧିକ ଅଫର୍‌ ରହିଛି। ଏଥିରେ ୪୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଛି ା କୁର୍ତ୍ତି ଓ ଲେଙ୍ଗିସ୍‌ରେ ସ୍ବତନ୍ତ୍ର ରିହାତି ରହିଛି। ଭୁବନେଶ୍ୱରସ୍ଥିତ ଅଶୋକନଗର, ପାତ୍ରପଡ଼ା ଏବଂ ବ୍ରହ୍ମପୁରସ୍ଥିତ ବଡ଼ବଜାରଠାରେ ଥିବା ଶୋ’ରୁମ୍‌ରେ ଏହି ସୁବିଧାଗୁଡ଼ିକ ଉପଲବ୍ଧ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri