ଡିସେମ୍ବର ୨୫ସୁଦ୍ଧା ୪.୪୩ କୋଟି ଆଇଟିଆର୍‌

ଭୁବନେଶ୍ୱର,୨୭।୧୨: ଦେଶ ବିକାଶରେ ଭାଗୀଦାରି ହେବା ପାଇଁ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ଯାହାର ଫଳ ସ୍ବରୂପ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୪.୪୩ କୋଟିରୁ ଊର୍ଦ୍ଧ୍ୱ ଆୟକର ରିଟର୍ନ (ଆଇଟିଆର୍‌) ଦାଖଲ ହୋଇଛି। ଯେଉଁଥିରେ ଡିସେମ୍ବର ୨୫ ମଧ୍ୟରେ ୧୧.୬୮ଲକ୍ଷରୁ ଅଧିକ ରିଟର୍ନ ଦାଖଲ କରାଯାଇଛି ବୋଲି ଆଇଟି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ଏ ନେଇ ବିଭାଗୀୟ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ଯେ ଚଳିତ ବର୍ଷ ଡିସେମ୍ବର ୨୫ ପର୍ଯ୍ୟନ୍ତ ୨.୪୧କୋଟିରୁ ଅଧିକ ଆଇଟିଆର୍‌-୧ ଏବଂ ୧.୦୯ କୋଟି ଆଇଟିଆର୍‌-୪ରେ ଅନ୍ତର୍ଭୁକ୍ତ ରହିଛି। ଚଳିତ ବର୍ଷ ଡିସେମ୍ବର ୨୫ ସୁଦ୍ଧା ୧୧,୬୮,୦୨୭ ଆଇଟିଆର୍‌ ଦାଖଲ କରାଯାଇଛି। ସେହିଭଳି ବିଭାଗ ଟିକସଦାତାମାନଙ୍କୁ ଏସ୍‌ଏମ୍‌ଏସ୍‌ ଏବଂ ଇମେଲ୍‌ ପଠାଇ ୨୦୨୦-୨୧ଆର୍ଥିକ ବର୍ଷ ପାଇଁ ରିଟର୍ନ ଦାଖଲ କରିବାକୁ ସୂଚନା ପ୍ରଦାନ କରିଛି। ଆଇଟିଆର୍‌ ଫର୍ମ ୧ (ସହଜ) ଏବଂ ଆଇଟିଆର୍‌ ଫର୍ମ ୪ (ସୁଗମ) ହେଉଛ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri