Posted inଜାତୀୟ

ମାର୍ଚ୍ଚ ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ବୈଧତା

ନୂଆଦିଲ୍ଲୀ, ୨୭।୧୨ -ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌), ଆର୍‌ସି, ପର୍‌ମିଟ, ଫିଟ୍‌ନେସ୍‌ ସାର୍ଟିଫିକେଟ ଆଦି ଗାଡ଼ି କାଗଜପତ୍ରର ବୈଧତାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁମାନଙ୍କର କାଗଜପତ୍ର ବୈଧତା ୨୦୨୦ ଫେବୃୟାରୀରୁ ଶେଷ ହୋଇଥିବ କିମ୍ବା ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବାକୁ ଥିବ ସେମାନଙ୍କ ପାଇଁ ଏହି ନିୟମ ଲାଗୁ ହେବ। ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସମସ୍ତ ରାଜ୍ୟ ସରକାରଙ୍କୁ ଆଡଭାଇଜରି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri