Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ହେବା ମାତ୍ରେ ନିଜ ରାଜ୍ୟ ପାଇଁ ଟଙ୍କା ବର୍ଷା କଲେ ‘ମାମା’

ଭୋପାଳ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ନୂତନ ଏନଡିଏ ସରକାରରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କେନ୍ଦ୍ର କୃଷି ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି। କୃଷି ମନ୍ତ୍ରଣାଳୟ ବ୍ୟତୀତ ମଧ୍ୟପ୍ରଦେଶରେ ‘ମାମା’ ଭାବରେ ଜଣାଶୁଣା ଶିବରାଜ ସିଂ ଚୌହାନଙ୍କୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ମଧ୍ୟ ମିଳିଛି।
ସେ କେନ୍ଦ୍ରୀୟ ମନ୍ତ୍ରୀ ହେବା ମାତ୍ରେ ମଧ୍ୟପ୍ରଦେଶକୁ ଏକ ବଡ ଉପହାର ଦେଇଛନ୍ତି। ମଧ୍ୟପ୍ରଦେଶର ଗ୍ରାମୀଣ ରାସ୍ତାର ବିକାଶ ପାଇଁ ୧୫୦.୭୨ କୋଟି ଦେଇଛନ୍ତି। ଗ୍ରାମୀଣ ବସତି ଏହି ନିଷ୍ପତ୍ତିର ପ୍ରତ୍ୟକ୍ଷ ଲାଭ ପାଇବ।
ଶିବରାଜ ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ଲେଖିଛନ୍ତି, ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗ୍ରାମାଞ୍ଚଳରେ ବିକାଶର ଗତି ତ୍ୱରାନ୍ବିତ ହେବା ଆମର ସଂକଳ୍ପ।୍‌ ଏହି ସଂକଳ୍ପ (ଗ୍ରାମୀଣ ବିକାଶ)କୁ ପୂରଣ କରିବା ପାଇଁ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ବୋଲି ଶିବରାଜ ସିଂ ଚୌହାନ କହିଛନ୍ତି।
ଏହି ସଂକଳ୍ପ (ଗ୍ରାମୀଣ ବିକାଶ) କୁ ପୂରଣ କରିବା ପାଇଁ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ବୋଲି ଶିବରାଜ ସିଂ ଚୌହାନ କହିଛନ୍ତି। ଏହି ନିଷ୍ପତ୍ତି ୮ଟି ଜିଲାକୁ ସଂଯୋଗ କରୁଥିବା ୪୦ଟି ଲମ୍ବା ପକ୍କା ରାସ୍ତା ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri