ସ୍ତ୍ରୀ-ସ୍ବାମୀ ଏହି ଦିଗର କୋଠରୀରେ ଶୋଇଲେ ବଢ଼ିଥାଏ କଳହ, ଜାଣନ୍ତୁ କେଉଁ କଥା ପ୍ରତି ଦେବେ ଧ୍ୟାନ

ବାସ୍ତୁ ଶାସ୍ତ୍ରରେ ଦିଗକୁ ମହତ୍ତ୍ୱ ଦିଆଯାଇଛି। ବାସ୍ତୁ ଅନୁଯାୟୀ, ଘରର ଦକ୍ଷିଣ ପାର୍ଶ୍ୱରେ ଥିବା ଭୂମି ତୁଳନାତ୍ମକ ଭାବରେ ଉଚ୍ଚ ହେବା ଉଚିତ୍‌। ଏହି ଦିଗର ଘର କଲେ ଖୁସି ବଢ଼ିଥାଏ। ଅଗ୍ନିଦେବ ଘରର ଦକ୍ଷିଣ-ପୂର୍ବ ଦିଗରେ ରୁହନ୍ତି। ତେଣୁ ବାସ୍ତୁଶାସ୍ତ୍ରରେ ଏହି କୋଣକୁ ଅଗ୍ନି କୋଣ କୁହାଯାଇଛି। ଦକ୍ଷିଣ ପୂର୍ବ ଦିଗରେ ରନ୍ଧା ହୋଇଥିବା ଖାଦ୍ୟ ସ୍ବାସ୍ଥ୍ୟ ପାଇଁ ଭଲ। ଉକ୍ତ ଘର ଲେକଙ୍କ ଆୟୁଷ ବଢ଼ିଥାଏ। ଏହା ସହ ସୋନେ ଆର୍ଥିକ ଦୃଷ୍ଟିରୁ ସମୃଦ୍ଧ ହୋଇଥାନ୍ତି।

ତେବେ ଜାଣନ୍ତୁ ଦକ୍ଷିଣ ପୂର୍ବ ଦିଗ ସହିତ ଜଡିତ ବିଶେଷ ଜିନିଷ …

> ଘରର ମୁଖ୍ୟ ଫାଟକ ଦକ୍ଷିଣ ପୂର୍ବ କୋଣରେ ରହିବା ଉଚିତ୍‌। ଦକ୍ଷିଣ-ପଶ୍ଚିମରେ ଏହା କୌଣସିମତେ ରହିବା ଉଚିତ ନୁହେଁ।

> ଦମ୍ପତି ଦକ୍ଷିଣ-ପୂର୍ବର ଏକ କୋଠରୀରେ ଶୋଇବା ଉଚିତ୍‌ ନୁହେଁ, ଏହା ବିତର୍କକୁ ବଢ଼ାଇବା ସହ କଳହ ସୃଷ୍ଟି କରେ।

> ଦକ୍ଷିଣ-ପୂର୍ବର କୋଠରୀଗୁଡ଼ିକୁ ହାଲୁକା କ୍ରିମ୍‌ ଏବଂ ସବୁଜ ରଙ୍ଗ କରାଯିବା ଉଚିତ୍‌।

> ଆଗ୍ନେୟ କୋଣ ହେତୁ, ଇଲେକ୍ଟ୍ରୋନିକ୍‌ ଉପକରଣଗୁଡ଼ିକୁ ଏହି ଦିଗରେ ରଖିବା ଉଚିତ।

> କାମଧେନୁ ଗାଈର ମୂର୍ତ୍ତିକୁ ଦକ୍ଷିଣ ପୂର୍ବ ଦିଗରେ ରଖିବା ଦ୍ୱାରା ଟଙ୍କା ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri