ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ଗ୍ରହଣ କଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ବର,୧।୮(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ନେଲେ ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର। ଗୃହରେ ବାଚସ୍ପତିଙ୍କ ଘୋଷଣା ପରେ ସୋମବାର ଆନୁଷ୍ଠାନିକ ଭାବେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ, ନିକଟରେ ବିଧାୟକ ପ୍ରଦୀପ୍ତ ନାଏକ ଅସୁସ୍ଥ ହୋଇ ଚିକିତ୍ସା ହେଉଛନ୍ତି। ଏଥିଯୋଗୁ ବିଧାନସଭା ଅଧିବେଶନ ବେଳେ ଉପସ୍ଥିତ ରହିପାରୁନାହାନ୍ତି କି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ପାରୁନାହାନ୍ତି। ତେଣୁ ନୂଆ ବିରୋଧୀ ଦଳ ନେତା ବାଛିବାକୁ ପୂର୍ବରୁ ବିଧାୟକମାନେ ଦାବି କରିଥିଲେ। ତେବେ ବିରୋଧୀ ଦଳ ନେତା ବାଛିବା ପାଇଁ ଶନିବାର ରାଜ୍ୟ କାର୍ଯ୍ୟାଳୟରେ ଭାଜପା ବିଧାୟକ ଦଳ ବୈଠକ ବସିଥିଲା। ବୈଠକ ପରେ ବିରୋଧୀ ଦଳ ନେତା ଭାବେ ଜୟ ନାରାୟଣ ମିଶ୍ରଙ୍କ ନାଁ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri