ଏସ୍‌ଏଏନ୍‌ଟି ମିଶାଇଲ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୦-ବାଲେଶ୍ୱର ଚାନ୍ଦିପୁର ଡିଆରଡିଏ ପକ୍ଷରୁ କ୍ଷେପଣାସ୍ତ୍ର ଷ୍ଟାଣ୍ଡ ଅଫ୍‌ ଆଣ୍ଟି ଟ୍ୟାଙ୍କ ମିଶାଇଲ (ଏସ୍‌ଏଏନ୍‌ଟି) ସୋମବାର ପରୀକ୍ଷଣ କରାଯାଇଛି। ଆକାଶରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ର ୮ କିଲୋଗ୍ରାମ୍‌ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି। ଏହାର ଓଜନ ୪୩ କିଲୋଗ୍ରାମ, ଲମ୍ବ ୧.୮୫ ମିଟର। କ୍ଷେପଣାସ୍ତ୍ର ଏସ୍‌ଏଏନ୍‌ଟି ନିକଟରେ ଶତ୍ରୁ ପକ୍ଷର ଟ୍ୟାଙ୍କ ଧ୍ୱଂସ କରିବା କ୍ଷମତା ରହିଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୨୦ କିଲୋମିଟର। ଏହାକୁ ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ ଓ ଭାରତୀୟ ବାୟୁସେନା ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ବାରିପଦା ଅଫିସ,୭ା୧ ମୟୂରଭଞ୍ଜ ଜିଲାର ସମସ୍ତ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା-୨୦୨୨ ପ୍ରକାଶିତ ହୋଇଛି। ଜିଲା ନିର୍ବାଚନ ଅଧିକାରୀ ତଥା...

୨୦ ବର୍ଷ ପରେ ଓଡ଼ିଶା ପାଇଁ ଗୌରବ: ରାଜ୍ୟ ସଭାରେ ଅଧ୍ୟକ୍ଷତା କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଦୀର୍ଘ ୨୦ବର୍ଷ ପରେ ଓଡ଼ିଶା ଏମ୍‌ପି ରାଜ୍ୟ ସଭା ଗୃହ ପରିଚାଳନାରେ ଅଧ୍ୟକ୍ଷତା କରିଛନ୍ତି। ରାଜ୍ୟ ପାଇଁ ଏକ ଗୌରବର ମୁହୂର୍ତ୍ତ। ବିଜେଡି ରାଜ୍ୟ...

ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ...

୫୦ହଜାର ଟଙ୍କାରେ ଶିଶୁପୁତ୍ର ବିକ୍ରି ଅଭିଯୋଗ

ଭୁବନେଶ୍ୱର,୩ା୯(ବ୍ୟୁରୋ):ଜନ୍ମପୂର୍ବରୁ ମା’ର ଗର୍ଭ ନଷ୍ଟ କରିବାକୁ ଚାହୁଁଥିଲେ ବାପା। ହେଲେ ଜନ୍ମ ପରେ ଶିଶୁପୁତ୍ରଙ୍କୁ ଅନ୍ୟଜଣଙ୍କୁ ୫୦ହଜାର ଟଙ୍କାରେ ବିକ୍ରି କରିଦେଲେ। ଗତ କିଛିମାସ ତଳେ...

କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍‌

ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ...

କରୋନା ମୁକାବିଲା: ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଅବଧି ଶେଷ ହେବାକୁ ଆଉ ସପ୍ତାହେ ବାକି ରହିଛି। ଦୀର୍ଘ ୪୭ ଦିନ ଲକ୍‌ଡାଉନ ପରେ ମଧ୍ୟ ଦେଶର ବିଭିନ୍ନ...

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ...

Advertisement
Archives

Model This Week