Posted inଜାତୀୟ

ଜ୍ଞାନବ୍ୟାପୀକୁ ନେଇ ଯୋଗୀ ଦେଇଥିବା ବୟାନ ଅସାମ୍ବିଧାନିକ: ଓଓ୍ବାଇସି

ନୂଆଦିଲ୍ଲୀ,୩୧।୭: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜ୍ଞାନବ୍ୟାପୀ ମସଜିଦକୁ ନେଇ ଦେଇଥିବା ବୟାନକୁ ନେଇ ଏବେ ବିବାଦ ଉପୁଜିଛି। ଏହାରି ଭିତରେ ଯୋଗୀ ଆଦିତ୍ୟନାଥ ପ୍ରଶ୍ନ ବି କରିଛନ୍ତି କି ସେଠାରେ ତ୍ରିଶୂଳ କ’ଣ କରୁଛି। ଏବେ ଏହା ଉପରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ଜବାବ ରଖିଛନ୍ତି। ସେ ଅଭିଯୋଗ କରିଛନ୍ତି କି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସାଂମ୍ପ୍ରଦାୟିକତା ବଢାଉଛନ୍ତି। ଓଓ୍ବାଇସି ଯୋଗୀଙ୍କ ଏହି ବୟାନକୁ ସମ୍ବିଧାନ ବିରୋଧୀ ଓ ବିବାଦୀୟ ବୋଲି କହିଛନ୍ତି।

ଯୋଗୀ ଆଦିତ୍ୟନାଥଙ୍କ ଜ୍ଞାନବ୍ୟାପୀ ବୟାନ ସମ୍ପର୍କରେ ଅସଦୁଦ୍ଦିନ ଓୱାଇସି କହିଛନ୍ତି ଯେ ଯୋଗୀ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି, ଏହା ସମ୍ବିଧାନର ବିରୋଧୀ। ମୁଖ୍ୟମନ୍ତ୍ରୀ ଆଇନ ପାଳନ କରିବା ଉଚିତ, ସେ ମୁସଲମାନମାନଙ୍କ ଉପରେ ଚାପ ପକାଉଛନ୍ତି। ମୁସଲମାନ ଦଳ ଏହାକୁ ନେଇ ହାଇକୋର୍ଟରେ ଅଛନ୍ତି। ଏହି ମାମଲାରେ ହାଇକୋର୍ଟଙ୍କ ନିଷ୍ପତ୍ତି ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଆସିବ। ସେମାନେ ସାମ୍ପ୍ରଦାୟିକତା ବିସ୍ତାର କରୁଛନ୍ତି, ତାଙ୍କର ଇଚ୍ଛା ହେବ ତ ବୁଲଡୋଜର ଚଲାଇଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri