Posted inଜାତୀୟ

ଓୱାଇସିଙ୍କ ଘର ଉପରୁକୁ ପଥରମାଡ

ନୂଆଦିଲ୍ଲୀ,୨୦ ।୨: ରାଜଧାନୀ ଦିଲ୍ଲୀରେ ଏଆଇଏମଆଇଏମର ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ଘର ଉପରକୁ ରବିବାର ସନ୍ଧ୍ୟାରେ ପଥରମାଡ ହୋଇଛି । ଏହି ପଥରମାଡରେ ଓୱାଇସିଙ୍କ ଘରର ଘରକା ଭାଙ୍ଗି ଯାଇଛି । ଏ ସମ୍ପର୍କରେ ସୂଚନା ଦିଲ୍ଲୀ ପୋଲିସ ଦେଇଛି । ପଥରମାଡ ପରେ ଓୱାଇସି ପୋଲିସକୁ ଯୋଗାଯୋଗ କରି ସୂଚନା ଦେଇଥିଲେ ।
ଏଆଇଏମଆଇଏମର ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଅଭିଯୋଗ କରିଛନ୍ତି କି କେତେଜଣ ଅଜ୍ଞାତ ଅପରାଧି ତାଙ୍କ ଦିଲ୍ଲୀ ସ୍ଥିତ ଘର ଉପରକୁ ପଥରମାଡ କରିଛନ୍ତି । ଏହି ଘଟଣା ଅଶୋକ ରୋଡ ଅଞ୍ଚଳରେ ରବିବାର ପ୍ରାୟ ସନ୍ଧ୍ୟା ସାଢେ ୫ଟାରେ ଘଟିଛି । ସୂଚନା ପାଇ ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ଏକ ପୋଲିସ ଟିମ ଓୱାଇସିଙ୍କ ଘରେ ପହଞ୍ଚି ପ୍ରମାଣ ଏକାଠି କରିଛି ।
ଓୱାଇସି କହିଛନ୍ତି ସେ ରବିବାର ରାତି ପ୍ରାୟ ସାଢେ ୧୧ଟାରେ ସେ ଘରେ ପହଞ୍ଚି ଏହା ଦେଖିଥିଲେ । ତାଙ୍କ ଘରେ ଥିବା କେୟାର ଟେକରଙ୍କ ସୂଚନା ଅନୁଯାୟୀ ସନ୍ଧ୍ୟା ପ୍ରାୟ ସାଢେ ୫ଟାରେ ଏହି ଘଟଣା ଘଟିଛି । ଓୱାଇସି କହିଛନ୍ତି ତାଙ୍କ ଘର ଉପରକୁ ପଥରମାଡ ଘଟଣାର ଏହା ହେଉଛି ଚତୁର୍ଥଥର । ତେଣୁ ମୋ ଘର ନିକଟରେ ଲାଗିଥିବା ସିସିଟିଭିରେ ସମସ୍ତ ଘଟଣା ରେକର୍ଡ ହୋଇଛି ତେଣୁ ଦୋଷୀଙ୍କୁ ଶୀଘ୍ର ଦଣ୍ଡ ଦିଆଯାଇ ବୋଲି ଓୱାଇସି ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?