Posted inଜାତୀୟ

‘ଆଉ ମାତ୍ର କିଛି ଦିନ ପରେ ପ୍ରଧାନମନ୍ତ୍ରୀ ମୋଦି କହିବେ ମୋତେ ପୂଜା କର’

ପାଟନା,୨୬।୫: ଲୋକ ସଭା ନିର୍ବାଚନ ୨୦୨୪ର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ବିହାରରେ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ମଧ୍ୟ ନିଜର ସମ୍ପୂର୍ଣ୍ଣ ଶକ୍ତି ପ୍ରଦାନ କରଛନ୍ତି। ଏହି ସମୟରେ ଓୱାଇସି ପାଲିଗଞ୍ଜରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଥିଲେ। ସେହି ଦିନ ଆଉ ବେଶୀ ଦୂର ନୁହେଁ, ଯେଉଁ ଦିନ ପ୍ରଧାନମନ୍ତ୍ରୀ ମୋଦି କହିବେ ମୋତେ ପୂଜା କର ବୋଲି ଓଓ୍ବାଇସି କହିଛନ୍ତି।
ପାଲିଗଞ୍ଜରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଆସାଦୁଦ୍ଦିନ ଓୱାଇସି କହିଛନ୍ତି, ୨୦୧୪ରେ ମୋଦି ଜୀ କହିଥିଲେ, ସେ ଭଲ ଦିନ ଆଣିବେ। ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫ ଲକ୍ଷ ଆସିବ ଏବଂ ପ୍ରତିବର୍ଷ ୨ କୋଟି ଚାକିରି ଯୋଗାଇ ଦିଆଯିବ। ୨୦୧୯ ବର୍ଷ ଆରମ୍ଭ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ମୁଁ ତୁମର ଚୌକିଦାର ଅଟେ। ଅନ୍ୟପକ୍ଷରେ ନିର୍ବାଚନ ଶେଷ ହେବା ପରେ ସେ କହିଥିଲେ ଯେ ମୁଁ ତୁମର ସେବକ। ୨୦୨୪ରେ ସେ କହୁଛନ୍ତି ଯେ ମୁଁ ବାୟୋଲୋଜିକାଲି ଜନ୍ମ ହୋଇ ନାହିଁ। ପରମାତ୍ମା ମୋତେ କିଛି ଉଦ୍ଦେଶ୍ୟରେ ସୃଷ୍ଟି କରିଛନ୍ତି। ନିର୍ବାଚନ ଫଳାଫଳ ଆସିଲେ ମୋଦି ଜୀ କହିବେ, ମୁଁ ସବୁକିଛି, କେବଳ ମୋତେ ପୂଜା କର।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri