Posted inଜାତୀୟ

ଯୋଗୀ ସରକାରଙ୍କ ଉପରେ ପୁଣି ବର୍ଷିଲେ ଓୱାଇସି କହିଲେ, ଯଦି ଗୁଳିର ଜବାବ ଗୁଳିରେ ଦିଆଯାଏ ତେବେ…

ଲକ୍ଷ୍ନୌ,୨।୫: ଉତ୍ତରପ୍ରଦେଶର ମୋରାଦାବାଦରେ ହେବାକୁ ଥିବା ନଗର ନିଗମ ନିର୍ବାଚନରେ ପ୍ରଚାର କରିବା ପାଇଁ ଏଆଇଏମଆଇଏମ୍‌ର ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଉମ୍ରି କାଲା ନାଗର ପଞ୍ଚାୟତରେ ପହଞ୍ଚିଛନ୍ତି। ସେଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ଓୱାଇସି ଅତିକ୍‌ -ଅଶ୍ରଫଙ୍କ ହତ୍ୟା ମାମଲାକୁ ନେଇ ଯୋଗୀ ସରକାରଙ୍କ ଉପରେ ବର୍ଷିଛନ୍ତି। ଓୱାଇସି କହିଛନ୍ତି, ଯଦି ଗୁଳିର ଜବାବ ଗୁଳିରେ ଦିଆଯାଏ, ତେବେ ସରକାର ଏବଂ ଅପରାଧୀଙ୍କ ମଧ୍ୟରେ ପାର୍ଥକ୍ୟ କ’ଣ?

ଓୱାଇସି ଯୋଗୀ ସରକାରଙ୍କୁ ଅତିକ୍‌ -ଅଶ୍ରଫଙ୍କ ହତ୍ୟା ମାମଲାକୁ ନେଇ ବାରମ୍ବାର ପ୍ରଶ୍ନ କରୁଛନ୍ତି। ସୋମବାର ଯେତେବେଳେ ନଗର ନିଗମ ନିର୍ବାଚନ ପ୍ରଚାର ପାଇଁ ଓୱାଇସି ମୋରାଦାବାଦରେ ପହଞ୍ଚିଥିଲେ, ସେତେବେଳେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଟାର୍ଗେଟ କରିଥିଲେ। ଅତିକ୍‌ -ଅଶ୍ରଫଙ୍କଙ୍କୁ ହତ୍ୟା କରିଥିବା ତିନି ଅଭିଯୁକ୍ତଙ୍କ ଘରକୁ ସରକାର କାହିଁକି ବୁଲଡୋଜର ଚଳାଇ ନାହାଁନ୍ତି ବୋଲି ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri