Posted inଜାତୀୟ

ଓଓ୍ବାଇସିଙ୍କ ଘରେ ଭଙ୍ଗାରୁଜା

ନୂଆଦିଲ୍ଲୀ,୨୨।୯: ଏଆଇଏମ୍‌ଆଇଏମ୍‌ ମୁଖ୍ୟ ତଥା ହାଇଦ୍ରାବାଦ୍‌ ଏମ୍‌ପି ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଦିଲ୍ଲୀର ଅଶୋକା ରୋଡ୍‌ସ୍ଥିତ ବାସଭବନରେ ଭଙ୍ଗାରୁଜା କରିଛନ୍ତି ହିନ୍ଦୁ ସେନାର ୫ ସଦସ୍ୟ। ପଚରାଉଚୁରା କରାଯିବା ପରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ନ୍ୟୁ ଦିଲ୍ଲୀ ଜିଲାର ଡିସିପି ଦୀପକ ଯାଦବ ଏହା ସ୍ପଷ୍ଟ କରିଛନ୍ତି।

ଓଓ୍ବାଇସିଙ୍କ ଦିଲ୍ଲୀ ବାସଭବନରେ କିଛି ଦୁର୍ବୃତ୍ତ ଭଙ୍ଗାରୁଜା କରୁଥିବା ପିସିଆର୍‌ଠାରୁ ସୂଚନା ପାଇବା ପରେ ଆମେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲୁ। ଦୁର୍ବୃ୍‌ତ୍ତମାନେ ଓଓ୍ବାଇସିଙ୍କ ବାସଭବନର ଗେଟ୍‌ ଓ ଝରକା ଭାଙ୍ଗି ଦେଇଛନ୍ତି ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?