‘ଅସାନି’ ପ୍ରଭାବ: ବର୍ଷା ସାଙ୍ଗକୁ ବହିବ ୫୦ କିମି ବେଗରେ ପବନ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ଉପକୂଳମୁହାଁ ହୋଇଛି। ‘ଅସାନି’ ପ୍ରଭାବରେ ମଙ୍ଗଳବାର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା ୩ ଦିନ ଧରି ଉପକୂଳ ୭ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। କିଛି ଜିଲ୍ଲାରେ ଘଣ୍ଟା ପ୍ରତି ପ୍ରାୟ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ମେ ୧୧ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବ। ସେହିଭଳି ମେ ୧୨ରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ୧୨ରେ ପାରାଦୀପ ନିକଟରେ ଦୁର୍ବଳ ହୋଇ ବାତ୍ୟା ରୂପରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବାତ୍ୟା ‘ଅସାନି’ଗୋପାଳପୁରଠାରୁ ୫୧୦ କିମି ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ଏବଂ ପୁରୀଠାରୁ ୫୯୦କିମି ଦକ୍ଷିଣ ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇଛି। ବର୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୨କିମି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri