Posted inଜାତୀୟ

କୋର୍ଟରେ ASG ଙ୍କ ବଡ଼ ଘୋଷଣା, ଏଏପିର ସମ୍ପତ୍ତି ଜବତ କରିବ ଇଡ଼ି

ନୂଆଦିଲ୍ଲୀ,୩।୪: ନିର୍ବାଚନ ପୂର୍ବରୁ ଏଏପିକୁ ବଡ଼ ଝଟ୍‌କା। କଂଗ୍ରେସର ସମସ୍ତ ଆକାଉଣ୍ଟ ଫ୍ରିଜ କରିବା ପରେ ଏବେ ଆମ ଆଦମୀ ପାର୍ଟିର ସମ୍ପତ୍ତିକୁ ଜବତ କରିବାକୁ ଯାଉଛି ଇଡି। ଅବକାରୀ ଦୂର୍ନୀତି ମାମଲାରେ ଦୁଇ ସପ୍ତାହ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗିରଫ ହୋଇଛନ୍ତି। ଏବେ ସେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ତେବେ ଆଜି ଦିଲ୍ଲୀ ହାଇକୋର୍ଟରେ ଏହି ମାମଲାର ଶୁଣାଣି ସମୟରେ ଇଡି ପକ୍ଷରୁ ଥିବା ଆଇନଜୀନୀ ଏସବି ରାଜୁ ବଡ଼ ବୟାନ ଦେଇଛନ୍ତି।

ହାଇକୋର୍ଟରେ ମାମଲା ଶୁଣାଣି ସମୟରେ ଇଡି ପକ୍ଷରୁ ଥିବା ଆଡିଶନାଲ ସିଲିସିଟର ଜେନରାଲ କହିଛନ୍ତି, ଇଡି ଏଏପିର କିଛି ସମ୍ପତ୍ତି ଜବତ କରିବାକୁ ଯାଉଛି। କହିରଖୁଛୁ କି, ଯଦି ଇଡ଼ି ଦଳର ସମ୍ପତ୍ତି ଜବତ କଲେ ଲୋକ ସଭା ନିର୍ବାଚନ ପୂର୍ବରୁ ପାର୍ଟିକୁ ବଡ଼ ଝଟ୍‌କା ଲାଗିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଛାତ୍ର ଆନ୍ଦୋଳନ ୨ ମାସ ପାଇଁ ସ୍ଥଗିତ, ସରକାରଙ୍କୁ ଦେଲେ ଅଲ୍ଟିମେଟମ୍‌

ନୂଆଦିଲ୍ଲୀ, ୧୯।୮: ରାଞ୍ଚିର ଜେପିଏସ୍‌ସି ଷ୍ଟାଡିୟମରେ ଜୁଲାଇ ୨୫ରୁ ଚାଲିଥିବା ଛାତ୍ର ଆନ୍ଦୋଳନକୁ ବର୍ତ୍ତମାନ ପାଇଁ ଦୁଇ ମାସ ସ୍ଥଗିତ ରଖାଯାଇଛି। ଆନ୍ଦୋଳନକାରୀ ଛାତ୍ରମାନେ ଝାଡ଼ଖଣ୍ଡ ସରକାରଙ୍କୁ…

ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…

ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri