ଜିଲାପାଳଙ୍କ ଅଫିସ ଘେରିଲେ ଆଶାକର୍ମୀ

ବଲାଙ୍ଗୀର ଅଫିସ,୨୭।୨: ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ବଲାଙ୍ଗୀର ଜିଲା କମିଟି ଏବଂ ଏଆଇଟିୟୁସି ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଶତାଧିକ ଆଶାକର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ୧୨ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଜିଲାପାଳ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କୁ ପ୍ରଦାନ କରିଥିଲେ। ଆଶାକର୍ମୀଙ୍କୁ ମାସିକ ଭତ୍ତା ସହ ଦରମା ୨୬ ହଜାର ଟଙ୍କା ପ୍ରଦାନ କରାଯିବାକୁ ଦାବି କରାଯାଇଛି। ଏହା ସହିତ ଆଶାକର୍ମୀଙ୍କ ଅବସର ବୟସ ୬୨ ପରିବର୍ତ୍ତେ ୬୫ବର୍ଷକୁ ବୃଦ୍ଧି କରିବାକୁ ଦାବି କରାଯାଇଛି। ଏପରି କି ମୃତ୍ୟୁକାଳୀନ ସହାୟତା ରାଶି ୨ରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଜନନୀ ସୁରକ୍ଷା ଯୋଜନା ଅନୁଦାନ ବୃଦ୍ଧି କରି ବେସରକାରୀ ଡାକ୍ତରଖାନାରେ ପ୍ରସବ କଲେ ସହାୟତା ପ୍ରଦାନ ଆଦି ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଇରିଆ ଆତଙ୍କ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ସୂଚନା

କୋକସରା,୨୨।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଡଙ୍ଗରିପଡା ଗ୍ରାମରେ ଗତ କିଛିଦିନ ହେବ ଡାଇରିଆ ବ୍ୟାପୁଥିବା ଦେଖିବାକୁ ମିଳିଛି। ଗ୍ରାମର...

ବାପା, ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାରିପଦା,୨୨।୭: ବାପା ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପଡ଼ୋଶୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ନୁଦୁଡିହା ଗାଁରେ। ବିଲରେ କାମ କରୁଥିବା...

ବର୍ଷାରେ ଧସିଲା ନଦୀ ପୋଲ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଗତ ୩ ଦିନ ଧରି ଲଘୁଚାପ ଲଗାଣ ବର୍ଷା ଯୋଗୁ ଏମ୍‌ଭି ୯୦, ଏମ୍‌ଭି ୯୬, କାଙ୍ଗୁରୁକୋଣ୍ଡା, କନ୍ୟାଶ୍ରମ, ପାଙ୍ଗାମ...

ଘରଡିହ ନ ମିଳିଲେ ସରକାରୀ ଜାଗା ଦଖଲ କରିବୁ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଗୁମ୍ମା ବ୍ଲକର ଶତାଧିକ ଲୋକ ପହଞ୍ଚି ଘର ଡିହ ପ୍ରଦାନରେ ବିଳମ୍ବ ଓ ବିଫଳତା ପ୍ରତିବାଦରେ...

ଆଇରନ୍‌ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ

ପାରାଦୀପ,୨୨।୭: ଜଗତ୍‌ସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏକ ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍‌ ବଟିକା ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର...

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି...

ଶ୍ରାବଣ ସୋମବାର: ବିଭିନ୍ନ ଶୈବପୀଠରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା,୨୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଗୁରୁପୂର୍ଣ୍ଣିମାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ। ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି...

୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri