Posted inଖେଳ

୭ ରନ୍‌ରେ ୬ ଉଇକେଟ୍‌ ନେଇ ଐତିହାସିକ ମୁଲାଗ ପଦକ ଜିତିଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୮।୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ପ୍ରଥମ ଟେଷ୍ଟ ଖେଳୁଥିବା ଫାଷ୍ଟ ବୋଲର ସ୍କଟ ବୋଲାଣ୍ଡ ମାତ୍ର ସାତ ରନ ଦେଇ ୬ଟି ଉଇକେଟ ନେଇଥିଲେ। ତୃତୀୟ ଆଶେସ ଟେଷ୍ଟର ତୃତୀୟ ଦିନରେ ମଧ୍ୟାହ୍ନ ଭୋଜନ ପୂର୍ବରୁ ଅଷ୍ଟ୍ରେଲିଆ ଇଂଲଣ୍ଡକୁ ପରାସ୍ତ କରିଥିଲା। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ କଙ୍ଗାରୁ ଦଳ ଇଂଲଣ୍ଡକୁ ଏକ ଇନିଂସ ଏବଂ ୧୪ ରନ୍‌ରେ ପରାସ୍ତ କରିଛି। ଏହା ସହିତ ଅଷ୍ଟ୍ରେଲିଆ ମଧ୍ୟ ଆଶେସ ସିରିଜ ଜିତିଛି। ପାଞ୍ଚ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆ ୩-୦ ଅଗ୍ରଣୀ ହାସଲ କରିଛି। ମ୍ୟାନ ଅଫ ଦି ମ୍ୟାଚ ବୋଲାଣ୍ଡକୁ ଜନି ମୁଲାଗ ପଦକ ପ୍ରଦାନ କରାଯାଇଥିଲା।
ଜନି ମୁଲାଗ ଜଣେ ଅଲରାଉଣ୍ଡର ଥିଲେ। ମୁଲାଗଙ୍କ ପ୍ରକୃତ ନାମ ଉନାରିମିନ ଥିଲା ଏବଂ ସେ ୧୮୬୮ରେ ଆଞ୍ଚଳିକ ଦଳର ନେତୃତ୍ୱ ନେଇଥିଲେ। ଏହି ଗସ୍ତରେ ସେ ୪୭ ଟି ମ୍ୟାଚ ମଧ୍ୟରୁ ୪୫ଟି ଖେଳିଥିଲେ ଏବଂ ହାରାହାରି ୨୩ଟି ଇନିଂସରେ ୧୬୯୮ ରନ ସ୍କୋର କରିଥିଲେ। ଏଥି ସହିତ, ସେ ୧୮୭୭ ଓଭର ବୋଲିଂ ମଧ୍ୟ କରିଥିଲେ, ସେଥିମଧ୍ୟରୁ ୮୩୧ ଓଭର ମେଡେନ୍‌ ଫିଙ୍ଗି ଥିଲେ। ସେ ହାରାହାରି ୧୦ ରେ ୨୫୭ ଉଇକେଟ ନେଇଥିଲେ।
୧୮୬୬ ମସିହାରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସି ଡେ ଟେଷ୍ଟ ମ୍ୟାଚ ରେ ଜନି ମୁଲାଗ ମଧ୍ୟ ଖେଳିଥିଲେ। ଗତ ବର୍ଷ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବକ୍ସିଂ ଡେ ଟେଷ୍ଟ ମ୍ୟାଚରେ ଅଜିଙ୍କେ ରାହାଣେଙ୍କୁ ମୁଲାଗ ପଦକ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ସବୁଠାରୁ ବଡ଼ ନ୍ୟୁଜ ନେଟୱାର୍କ, CNN ର ଭବିଷ୍ୟତ କ’ଣ ହେବ? ଟ୍ରମ୍ପଙ୍କ ଚାପ ପରେ ଉଠିଲାଣି ପ୍ରଶ୍ନ

ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…

ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ...

ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…

ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ...

ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri