Posted inଜାତୀୟ

ଆଶିଷ କ୍ରାଇମ୍‌ ବ୍ରାଞ୍ଚ୍‌ କାର୍ଯ୍ୟାଳୟରେ, ପଚରାଉଚରା ଜାରି…

ନୂଆଦିଲ୍ଲୀ,୯।୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରା କ୍ରାଇମ ବ୍ରାଞ୍ଚ୍‌ ଶାଖା କାର୍ଯ୍ୟାଳୟରେ ଶନିବାର ପହଞ୍ଚିଛନ୍ତି। କ୍ରାଇମ ବ୍ରାଞ୍ଚ ଦଳ ଆଶିଷଙ୍କୁ ପଚରାଉଚରା ଆରମ୍ଭ କରୁଛନ୍ତିି। ଆଶିଷଙ୍କ ଆଇନଜୀବୀ କହିଥିଲେ ଯେ ସେ ଠିକ ସମୟରେ ପୋଲିସ ନିକଟରେ ହାଜର ହେବେ। ଆଶିଷ ଏବଂ ମୋନୁ ଲଖିମପୁରରେ ଅଛନ୍ତି ବୋଲି ଆଇନଜୀବୀ କହିଥିଲେ।

ଏହାପୂର୍ବରୁ ତାଙ୍କ ପୁଅକୁ ନିର୍ଦ୍ଦୋଷ କହିବା ସହିତ ଗୃହରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ର ତାଙ୍କ ପୁଅ ଅସୁସ୍ଥ ଥିବା ସୂଚନା ଦେଇଥିଲେ। ସେ ପୋଲିସ ନିକଟରେ ହାଜର ହୋଇ ନିଜର ନିର୍ଦ୍ଦୋଷତାକୁ ନିଶ୍ଚିତ କରିବେ। ଏ ବିଷୟରେ ଆଶିଷ ତଥ୍ୟ ଏବଂ ପ୍ରମାଣ ଦେବେ ବୋଲି ଅଜୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri